Acts 16:33 — Compare Translations

7 translations compared side by side

Odia - 1840
"କାରାଗାର ଅଧିକାରୀ ସମାନଙ୍କେୁ ନଇେ ସହେି ମଧ୍ଯ ରାତ୍ରି ରେ ସମାନଙ୍କେର କ୍ଷତ ବିକ୍ଷତ ଜାଗାଗୁଡ଼ିକୁ ଧୋଇ ସଫା କଲେ। ତା'ପରେ ତୁରନ୍ତ ସେ ଓ ତାହାଙ୍କର ସମସ୍ତ ପରିବାର ବାପ୍ତିଜିତ ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ସେମାନଙ୍କୁ ରାତ୍ରିର ସେହି ଘଡ଼ିରେ ଘେନିଯାଇ ସେମାନଙ୍କ ପ୍ରହାରର କ୍ଷତସବୁ ଧୋଇଦେଲେ, ପୁଣି, ସେ ଓ ତାଙ୍କର ସମସ୍ତେ ସେହିକ୍ଷଣି ବାପ୍ତିଜିତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ରାତ୍ରିର ସେହି ମୁହୂର୍ତ୍ତରେ କାରାରକ୍ଷକ ସେମାନଙ୍କୁ ନେଇ ଯାଇ ସେମାନଙ୍କର କ୍ଷତ ସବୁ ଧୋଇ ଦେଲେ, ପୁଣି ପରିବାରର ସମସ୍ତେ ସେହିକ୍ଷଣି ଜଳଦୀକ୍ଷା ଗ୍ରହଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
କାରାଗାର ଅଧିକାରୀ ସେମାନଙ୍କୁ ନେଇ ସେହି ମଧ୍ୟରାତ୍ରିରେ ସେମାନଙ୍କର କ୍ଷତ ବିକ୍ଷତ ଜାଗାଗୁଡ଼ିକୁ ଧୋଇ ସଫା କଲେ। ତା’ପରେ ତୁରନ୍ତ ସେ ଓ ତାହାଙ୍କର ସମସ୍ତ ପରିବାର ବାପ୍ତିଜିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ସେମାନଙ୍କୁ ରାତ୍ରିର ସେହି ସମୟରେ ଘେନିଯାଇ ସେମାନଙ୍କ ପ୍ରହାରର କ୍ଷତସବୁ ଧୋଇଦେଲେ, ପୁଣି, ସେ ଓ ତାହାଙ୍କର ସମସ୍ତେ ସେହିକ୍ଷଣି ବାପ୍ତିଜିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ସେମାନଙ୍କୁ ରାତ୍ରିର ସେହି ସମୟରେ ଘେନିଯାଇ ସେମାନଙ୍କ ପ୍ରହାରର କ୍ଷତସବୁ ଧୋଇଦେଲେ, ପୁଣି, ସେ ଓ ତାହାଙ୍କର ସମସ୍ତେ ସେହିକ୍ଷଣି ବାପ୍ତିଜିତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಅರ್ದಿರಾತ್ ಕಳದಲ್ಲೊ ಯೆಳ್ ಹೊಲ್ಲೊ, ಪಾವ್ಲುಕ್ ಅನಿ ಸಿಲಾಸಾಕ್ ಬಲ್ವುನ್ ನ್ಹೆವ್ನ್ ಅಧಿಕಾರಿನ್ ತೆಂಚಿ ದುಖ್ಖಾ ಸಗ್ಳಿ ಧುವ್ನ್ ತೆಚ್ಯಾ ಮಾನಾ ಅಪ್ಲ್ಯಾ ಘರಾತ್ಲ್ಯಾ ಸಗ್ಳ್ಯಾ ಲೊಕಾಕ್ನಿ ಘೆವ್ನ್ ತೆಂಚ್ಯಾಕ್ನಾ ಬಾಲ್ತಿಮ್ ಕರ್ಸುನ್ ಘೆಟ್ಲ್ಯಾನಿ.