Acts 16:34 — Compare Translations

7 translations compared side by side

Odia - 1840
"ତା'ପରେ ସହେି କାରାଧ୍ଯକ୍ଷ ପାଉଲ ଓ ଶୀଲାଙ୍କୁ ଘରକୁ ଡ଼ାକି ନଇେ ଖାଇବାକୁ ଦେଲେ। ସେ ଓ ତାହାଙ୍କର ପରିବାରର ସମସ୍ତେ ଆନନ୍ଦିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ସେମାନଙ୍କୁ ଆପଣା ଗୃହକୁ ଘେନିଯାଇ ଖାଦ୍ୟ ପରିବେଷଣ କଲେ, ଆଉ ସମସ୍ତ ପରିବାର ସହିତ ଈଶ୍ଵରଙ୍କଠାରେ ବିଶ୍ଵାସ କରି ଅତ୍ୟ; ଆନନ୍ଦିତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସେ ପାଉଲ ଓ ଶୀଲାଙ୍କୁ ନିଜ ଘରକୁ ନେଇଯାଇ ଖାଇବାକୁ ଦେଲେ। ଈଶ୍ୱରଙ୍କଠାରେ ବିଶ୍ୱାସ କରିଥିବାରୁ ସେ ଓ ତାଙ୍କ ପରିବାରର ସମସ୍ତଙ୍କ ହୃଦୟ ଆନନ୍ଦରେ ପରିପୂର୍ଣ୍ଣ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେହି କାରାଧ୍ୟକ୍ଷ ପାଉଲ ଓ ଶୀଲାଙ୍କୁ ଘରକୁ ଡାକି ନେଇ ଖାଇବାକୁ ଦେଲେ। ସେ ଓ ତାହାଙ୍କର ପରିବାରର ସମସ୍ତେ ଆନନ୍ଦିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ସେମାନଙ୍କୁ ଆପଣା ଗୃହକୁ ଘେନିଯାଇ ଖାଦ୍ୟ ପରିବେଷଣ କଲେ, ଆଉ ସମସ୍ତ ପରିବାର ସହିତ ଈଶ୍ବରଙ୍କଠାରେ ବିଶ୍ୱାସ କରି ଅତ୍ୟନ୍ତ ଆନନ୍ଦିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ସେମାନଙ୍କୁ ଆପଣା ଗୃହକୁ ଘେନିଯାଇ ଖାଦ୍ୟ ପରିବେଷଣ କଲେ, ଆଉ ସମସ୍ତ ପରିବାର ସହିତ ଈଶ୍ୱରଙ୍କଠାରେ ବିଶ୍ୱାସ କରି ଅତ୍ୟନ୍ତ ଆନନ୍ଦିତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಯೆವ್ಡೆ ಹೊಲ್ಲ್ಯಾ ತನ್ನಾ, ತೆನಿ ಸಗ್ಳಿ ಲೊಕಾ ಧನಿಯಾಚೆರ್ ವಿಶ್ವಾಸ್ ಥವಲ್ಲ್ಯಾಸಾಟಿ ಲೈ ಕುಶಿ ಹೊಲೆ ಮಾನಾ ತೆನಿ ಪಾವ್ಲುಕ್ ಅನಿ ಸಿಲಾಸಾಕ್ ಅಪ್ಲ್ಯಾ ಘರಾಕ್ ಬಲ್ವುನ್ ನ್ಹೆವ್ನ್ ಜೆವಾನ್ ಕರಸ್ಲ್ಯಾನ್.