Acts 16:35 — Compare Translations
7 translations compared side by side
Odia - 1840
"ସକାଳ ହବୋରୁ ବିଚ଼ାରକର୍ତ୍ତାମାନେ ସେ ଲୋକମାନଙ୍କୁ ଛାଡ଼ି ଦିଅ ଏହି ବାର୍ତ୍ତା ଦଇେ କେତକେ ସୈନିକଙ୍କୁ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସକାଳ ହୁଅନ୍ତେ ବିଚାରକର୍ତ୍ତାମାନେ ପଦାତିକମାନଙ୍କୁ ଏହା କହି ପଠାଇଲେ, ସେହି ଲୋକମାନଙ୍କୁ ଛାଡ଼ିଦିଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପରଦିନ ସକାଳେ ରୋମୀୟ କର୍ତ୍ତୃପକ୍ଷ ସିପାହୀମାନଙ୍କୁ ଏହି ଆଦେଶ ଦେଇ ପଠାଇଲେ, “ସେହି ଲୋକମାନଙ୍କୁ ଛାଡ଼ି ଦିଅ।”
Odia Bible ERV 2004 (ପବିତ୍ର ବାଇବଲ)
ସକାଳ ହେବାରୁ ବିଗ୍ଭରକର୍ତ୍ତାମାନେ “ସେ ଲୋକମାନଙ୍କୁ ଛାଡ଼ିଦିଅ” ଏହି ବାର୍ତ୍ତା ଦେଇ କେତେକ ସୈନିକଙ୍କୁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସକାଳ ହୁଅନ୍ତେ ବିଚାରକର୍ତ୍ତାମାନେ ପଦାତିକମାନଙ୍କୁ ଏହା କହି ପଠାଇଲେ, ସେହି ଲୋକମାନଙ୍କୁ ଛାଡ଼ିଦିଅ।
Odia IRV 2017 (ଓଡିଆ ବାଇବେଲ)
ସକାଳ ହୁଅନ୍ତେ ବିଚାରକର୍ତ୍ତାମାନେ ପଦାତିକମାନଙ୍କୁ ଏହା କହି ପଠାଇଲେ, ସେହି ଲୋକମାନଙ୍କୁ ଛାଡ଼ିଦିଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದುಸ್ರ್ಯಾಂದಿಸಿ ಸಕ್ಕಾಳಿ ರೊಮಾಚ್ಯಾ ಮುಖಂಡಾನಿ ಬಂಧಿಖಾನ್ಯಾಚ್ಯಾ ಅಧಿಕಾರಿಕ್ ಸೈನಿಕಾಂಚ್ಯಾಕ್ನಾ ಹ್ಯಾ ಲೊಕಾಕ್ನಿ ಸುಟ್ಕಾ ಕರ್ ಮನುನ್ ಸಾಂಗುನ್ ಧಾಡಲ್ಯಾನಿ.