Acts 16:36 — Compare Translations

7 translations compared side by side

Odia - 1840
"କାରାଧ୍ଯକ୍ଷ ପାଉଲଙ୍କୁ କହିଲେ ଯେ, ବିଚ଼ାରକର୍ତ୍ତାମାନେ ଆପଣମାନଙ୍କୁ ଛାଡ଼ି ଦବୋପାଇଁ କହି ପଠାଇଛନ୍ତି। ତେଣୁ ଆପଣମାନେ ବର୍ତ୍ତମାନ ବାହାରକୁ ଶାନ୍ତି ରେ ଯାଇପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ କାରାରକ୍ଷକ ପାଉଲଙ୍କୁ ଏହି କଥା କହି ଜଣାଇଲେ, ଆପଣମାନଙ୍କୁ ଛାଡ଼ିଦେବା ନିମନ୍ତେ ବିଚାରକର୍ତ୍ତାମାନେ ଲୋକ ପଠାଇ ଅଛନ୍ତି । ଏଣୁ ଏବେ ବାହାରିଆସି ଶାନ୍ତିରେ ଚାଲିଯାଉନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ କାରାରକ୍ଷକ ପାଉଲଙ୍କୁ କହିଲେ, “କର୍ତ୍ତୃପକ୍ଷ ଆପଣଙ୍କୁ ଓ ଶୀଲାଙ୍କୁ ମୁକ୍ତି ଦେବା ପାଇଁ ଆଦେଶ ପଠାଇଛନ୍ତି। ବର୍ତ୍ତମାନ ଆପଣମାନେ ଶାନ୍ତିରେ ଏ ସ୍ଥାନରୁ ଯାଇପାରନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
କାରାଧ୍ୟକ୍ଷ ପାଉଲଙ୍କୁ କହିଲେ ଯେ, “ବିଗ୍ଭରକର୍ତ୍ତାମାନେ ଆପଣମାନଙ୍କୁ ଛାଡ଼ି ଦେବା ପାଇଁ କହି ପଠାଇଛନ୍ତି। ତେଣୁ ଆପଣମାନେ ବର୍ତ୍ତମାନ ବାହାରକୁ ଶାନ୍ତିରେ ଯାଇପାରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ କାରାରକ୍ଷକ ପାଉଲଙ୍କୁ ଏହି କଥା କହି ଜଣାଇଲେ, ଆପଣମାନଙ୍କୁ ଛାଡ଼ିଦେବା ନିମନ୍ତେ ବିଚାରକର୍ତ୍ତାମାନେ ଲୋକ ପଠାଇଅଛନ୍ତି। ଏଣୁ ଏବେ ବାହାରି ଆସି ଶାନ୍ତିରେ ଚାଲିଯାଆନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ କାରାରକ୍ଷକ ପାଉଲଙ୍କୁ ଏହି କଥା କହି ଜଣାଇଲେ, ଆପଣମାନଙ୍କୁ ଛାଡ଼ିଦେବା ନିମନ୍ତେ ବିଚାରକର୍ତ୍ତାମାନେ ଲୋକ ପଠାଇଅଛନ୍ତି । ଏଣୁ ଏବେ ବାହାରି ଆସି ଶାନ୍ତିରେ ଚାଲିଯାଉନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಬಂಧಿಖಾನ್ಯಾಚ್ಯಾ ಅಧಿಕಾರಿನ್ ಪಾವ್ಲುಕ್ ಅನಿ ಸಿಲಾಸಾಕ್ ಅಮ್ಚ್ಯಾ ಮುಖಂಡಾನಿ ಸೈನಿಕಾಕ್ನಾ ತುಮ್ಕಾ ಸುಟ್ಕಾ ಕರುಚೆ ಮನುನ್ ಸಾಂಗುನ್ ಧಾಡ್ಲಾ ತುಮಿ ಸಮಾಧಾನಾನ್ ಜಾವಾ ಮನುನ್ ಸಾಂಗ್ಲ್ಯಾನ್.