Acts 16:39 — Compare Translations

7 translations compared side by side

Odia - 1840
"ତେଣୁ ସମାନେେ ଆସି ପାଉଲ ଓ ଶୀଲାଙ୍କୁ କ୍ଷମା ମାଗିଲେ ଓ ସମାନଙ୍କେୁ କାରାଗାରରୁ ମୁକ୍ତ କଲେ। ତା'ପରେ ସମାନେେ ପାଉଲ ଓ ଶୀଲାଙ୍କୁ ନଗର ଛାଡ଼ିବା ପାଇଁ ଅନୁ ରୋଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ଆସି ସେମାନଙ୍କୁ ବିନତି କଲେ, ପୁଣି ସେମାନଙ୍କୁ ବାହାର କରି ଆଣି ନଗରରୁ ବାହାରିଯିବା ନିମନ୍ତେ ସେମାନଙ୍କୁ ଅନୁରୋଧ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଯାଇ ସେମାନଙ୍କ ନିକଟରେ କ୍ଷମା ଭିକ୍ଷା କଲେ ଓ ସେମାନଙ୍କୁ କାରାଗାରରୁ ମୁକ୍ତ କରି ନଗର ଛାଡ଼ି ଚାଲି ଯିବାକୁ ଅନୁରୋଧ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନେ ଆସି ପାଉଲ ଓ ଶୀଲାଙ୍କୁ କ୍ଷମା ମାଗିଲେ ଓ ସେମାନଙ୍କୁ କାରାଗାରରୁ ମୁକ୍ତକଲେ। ତା’ପରେ ସେମାନେ ପାଉଲ ଓ ଶୀଲାଙ୍କୁ ନଗର ଛାଡ଼ିବା ପାଇଁ ଅନୁରୋଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ଆସି ସେମାନଙ୍କୁ ବିନତି କଲେ, ପୁଣି, ସେମାନଙ୍କୁ ବାହାର କରି ଆଣି ନଗରରୁ ବାହାରିଯିବା ନିମନ୍ତେ ସେମାନଙ୍କୁ ଅନୁରୋଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ଆସି ସେମାନଙ୍କୁ ବିନତି କଲେ, ପୁଣି, ସେମାନଙ୍କୁ ବାହାର କରି ଆଣି ନଗରରୁ ବାହାରିଯିବା ନିମନ୍ତେ ସେମାନଙ୍କୁ ଅନୁରୋଧ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ತೆನಿ ಪಾವ್ಲು ಅನಿ ಸಿಲಾಸಾಕ್ಡೆ ಯೆವ್ನ್ ಚುಕ್ ಮಾಗ್ಲ್ಯಾನಿ, ಅನಿ ತೆಂಕಾ ಬಂದಿಖಾನ್ಯಾತ್ನಾ ಭಾಯ್ರ್ ಬಲ್ವುನ್ ನ್ಹೆವ್ನ್ ಅಪ್ಲ್ಯಾ ಶಾರಾತ್ನಾ ತುಮಿ ಜಾವಾ ಮನುನ್ ಮಾಗುನ್ ಘೆಟ್ಲ್ಯಾನಿ.