Acts 16:5 — Compare Translations
7 translations compared side by side
Odia - 1840
"ତେଣୁ ମଣ୍ଡଳୀଗୁଡ଼ିକର ସଂଖ୍ଯା ଦିନକୁ ଦିନ ବଢ଼ିବାକୁ ଲାଗୁଥିଲା ଓ ସଗେୁଡ଼ିକ ବିଶ୍ବାସ ରେ ଶକ୍ତିଶାଳୀ ହେଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିପ୍ରକାରେ ମଣ୍ତଳୀସମୂହ ବିଶ୍ଵାସରେ ଦୃଢ଼ୀଭୂତ ହୋଇ ଦିନକୁ ଦିନ ସଂଖ୍ୟାରେ ବୃଦ୍ଧି ପାଇବାକୁ ଲାଗିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଫଳରେ ମଣ୍ଡଳୀଗୁଡ଼ିକ ବିଶ୍ୱାସରେ ଆହୁରି ବଳିଷ୍ଠ ହେଲେ ଓ ଦିନକୁ ଦିନ ସଂଖ୍ୟାରେ ବୃଦ୍ଧି ପାଇବାକୁ ଲାଗିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମଣ୍ଡଳୀଗୁଡ଼ିକର ସଂଖ୍ୟା ଦିନକୁ ଦିନ ବଢ଼ିବାକୁ ଲାଗୁଥିଲା ଓ ସେଗୁଡ଼ିକ ବିଶ୍ୱାସରେ ଶକ୍ତିଶାଳୀ ହେଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ମଣ୍ଡଳୀ-ସମୂହ ବିଶ୍ୱାସରେ ଦୃଢ଼ୀଭୂତ ହୋଇ ଦିନକୁ ଦିନ ସଂଖ୍ୟାରେ ବୃଦ୍ଧି ପାଇବାକୁ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ମଣ୍ଡଳୀସମୂହ ବିଶ୍ୱାସରେ ଦୃଢ଼ୀଭୂତ ହୋଇ ଦିନକୁ ଦିନ ସଂଖ୍ୟାରେ ବୃଦ୍ଧି ପାଇବାକୁ ଲାଗିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್, ದಿಸಾಂದಿಸ್ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾತ್ನಿ ವಿಶ್ವಾಸ್ ಅನಿ ತೆಂಚೊ ಅಂಕೊ ವಾಡುಕ್ ಲಾಗ್ಲೊ.