Acts 16:6 — Compare Translations
7 translations compared side by side
Odia - 1840
"ପାଉଲ ଓ ତାହାଙ୍କ ସହିତ ଥିବା ଲୋକମାନେ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦଇଗେଲେ। ସମାନଙ୍କେୁ ପବିତ୍ରଆତ୍ମା ଏସିଆ ରେ ପ୍ରଭୁଙ୍କର କଥା ପ୍ରଚ଼ାର କରିବାକୁ ଅନୁମତି ଦେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆସିଆରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ଵାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ପବିତ୍ର ଆତ୍ମା ସେମାନଙ୍କୁ ଏସିଆ ପ୍ରଦେଶରେ ପ୍ରଚାର କରିବାକୁ ଅନୁମତି ନ ଦେବାରୁ ସେମାନେ ଫ୍ରିଜିୟା ଓ ଗାଲାତୀୟ ଅଞ୍ଚଳକୁ ଯାତ୍ରା କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏସିଆରୁ ବାହାରକୁ ଯିବା ପାଇଁ ପାଉଲଙ୍କୁ ଆଦେଶ ପାଉଲ ଓ ତାହାଙ୍କ ସହିତ ଥିବା ଲୋକମାନେ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇଗଲେ। ସେମାନଙ୍କୁ ପବିତ୍ରଆତ୍ମା ଏସିଆରେ ପ୍ରଭୁଙ୍କର କଥା ପ୍ରଗ୍ଭର କରିବାକୁ ଅନୁମତି ଦେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଏସିଆ ଦେଶରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ୱାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ,
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆସିଆରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ୱାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲು ಅನಿ ತೆಚೆ ವಾಂಗ್ಡಿ ಪ್ರೆಮಾನಿ ಹೊತ್ತೆ,, ಪಿರ್ಗಿಯಾ ಅನಿ ಗಲ್ಯಾತ್ ಮನ್ತಲ್ಯಾ ಪ್ರಾಂತ್ಯಾತ್ನಾ ಗೆಲೆ, ಅಸಿಯಾ ಸಿಮೆತ್ ದೆವಾಚಿ ಬರಿ ಖಬರ್ ಕಳ್ವುಚೆ ಮನುನ್ ಪವಿತ್ರ್ ಆತ್ಮ್ಯಾನ್ ತೆಂಕಾ ಅಡ್ವುಲ್ಯಾನ್.