Acts 16:8 — Compare Translations
7 translations compared side by side
Odia - 1840
"ତା'ପରେ ସମାନେେ ମୂସିଆ ଦେଶ ଛାଡ଼ି ତ୍ରୋଯା ନଗରକୁ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମୂସିଆ ପାଖ ଦେଇ ତ୍ରୋୟାକୁ ଆସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ସେମାନେ ମିଷୀଆ ମଧ୍ୟଦେଇ ଯାତ୍ରା କରି ତ୍ରୋୟାକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେମାନେ ମୂସିଆ ଦେଶ ଛାଡ଼ି ତ୍ରୋୟା ନଗରକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମୂସିଆ ପାଖ ଦେଇ ତ୍ରୋୟା ସହରକୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ମୂସିଆ ପାଖ ଦେଇ ତ୍ରୋୟାକୁ ଆସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್, ತೆನಿ ಮಿಸಿಯಾ ಗಾಂವಾತ್ನಾ ದಾಟುನ್ ಸಿದಾ ತ್ರೊವಾಸ್ ಮನ್ತಲ್ಯಾ ಶಾರಾಕ್ ಗೆಲೆ.