Acts 16:9 — Compare Translations

7 translations compared side by side

Odia - 1840
"ରାତି ରେ ପାଉଲ ଏକ ଦର୍ଶନ ପାଇଲେ। ସେଥି ରେ ସେ ଜଣେ ମାକିଦନିଆର ଲୋକକୁ ତାହାଙ୍କ ଆଗ ରେ ଠିଆ ହାଇେ ଥିବାର ଦେଖିଲେ। ସେ ପାଉଲଙ୍କୁ କହିଲେ, ତୁମ୍ଭେ ମାକିଦନିଆକୁ ଆସି ଆମ୍ଭକୁ ସାହାୟ୍ଯ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ରାତ୍ରିକାଳରେ ପାଉଲ ଗୋଟିଏ ଦର୍ଶନ ପାଇଲେ, ମାକିଦନିଆର ଜଣେ ଲୋକ ଠିଆ ହୋଇ ତାଙ୍କୁ ବିନତି କରି କହୁଅଛି, ମାକିଦନିଆକୁ ପାର ହୋଇ ଆସି ଆମ୍ଭମାନଙ୍କର ଉପକାର କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ରାତିରେ ପାଉଲ ଗୋଟିଏ ଦର୍ଶନ ପାଇଲେ ଯେ, ମାସିଦୋନିଆର ଜଣେ ଲୋକ ବିନତି କରି କହୁଛି, “ମାସିଦୋନିଆକୁ ଆସି ଆମ୍ଭମାନଙ୍କୁ ସାହାଯ୍ୟ କରନ୍ତୁ!”
Odia Bible ERV 2004 (ପବିତ୍ର ବାଇବଲ)
ରାତିରେ ପାଉଲ ଏକ ଦର୍ଶନ ପାଇଲେ। ସେଥିରେ ସେ ଜଣେ ମାକିଦନିଆର ଲୋକକୁ ତାହାଙ୍କ ଆଗରେ ଠିଆ ହୋଇ ଥିବାର ଦେଖିଲେ। ସେ ପାଉଲଙ୍କୁ କହିଲେ, “ତୁମ୍ଭେ ମାକିଦନିଆକୁ ଆସି ଆମ୍ଭକୁ ସାହାଯ୍ୟ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ରାତ୍ରିକାଳରେ ପାଉଲ ଗୋଟିଏ ଦର୍ଶନ ପାଇଲେ, ମାକିଦନିଆର ଜଣେ ଠିଆ ହୋଇ ତାହାଙ୍କୁ ବିନତି କରି କହୁଅଛି, ମାକିଦନିଆକୁ ପାର ହୋଇ ଆସି ଆମ୍ଭମାନଙ୍କର ଉପକାର କର।
Odia IRV 2017 (ଓଡିଆ ବାଇବେଲ)
ଆଉ ରାତ୍ରିକାଳରେ ପାଉଲ ଗୋଟିଏ ଦର୍ଶନ ପାଇଲେ, ମାକିଦନିଆର ଜଣେ ଠିଆ ହୋଇ ତାହାଙ୍କୁ ବିନତି କରି କହୁଅଛି, ମାକିଦନିଆକୁ ପାର ହୋଇ ଆସି ଆମ୍ଭମାନଙ୍କର ଉପକାର କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ದಿಸಾ ರಾತ್ತಿನ್ ಪಾವ್ಲುಕ್ ಎಕ್ ದರ್ಶನ್ ದಿಸ್ಲೆ, ತ್ಯಾತುರ್ ಮೆಸೆದೊನಿಯಾ ಗಾಂವಾತ್ನಾ ಯೆಲ್ಲೊ ಎಕ್ ಮಾನುಸ್ ಥೈ ಇಬೆ ರಾವ್ನ್ ಮೆಸೆದೊನಿಯಾಕ್ ಯೆವ್ನ್ ಮಾಕಾ ಮಜ್ಜತ್ ಕರ್ ಮನುನ್ ಮಾಗುನ್ ಘೆಟ್ಲ್ಯಾನ್.