Acts 17:1 — Compare Translations
7 translations compared side by side
Odia - 1840
"ପାଉଲ ଓ ଶୀଲା ଆଂଫିପଲ ଓ ଆପଲ୍ଲୋନିଆ ନଗର ଦଇେ ଥସେଲନୀକୀ ନଗର ରେ ପହନ୍ଚିଲେ। ସଠାେରେ ଯିହୂଦୀୟମାନଙ୍କର ଗୋଟିଏ ସମାଜଗୃହ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେମାନେ ଆଂଫିପଲି ଓ ଆପଲ୍ଲୋନିଆ ଦେଇ ଯାତ୍ରା କରି ଥେସଲନୀକୀକୁ ଆସିଲେ; ସେଠାରେ ଯିହୁଦୀମାନଙ୍କର ଗୋଟିଏ ସମାଜଗୃହ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାଉଲ ଓ ଶୀଲା ଆମ୍ପିପଲି ଓ ଆପଲ୍ଲୋନିଆ ଦେଇ ଯାତ୍ରା କରି ଥେସଲନିକୀକୁ ଆସିଲେ। ସେଠାରେ ଗୋଟିଏ ସମାଜ ଗୃହ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ଓ ଶୀଲାଙ୍କର ଥେସଲନିକୀରେ ପ୍ରବେଶ ପାଉଲ ଓ ଶୀଲା ଆଂଫିପଲି ଓ ଆପଲ୍ଲୋନିଆ ନଗର ଦେଇ ଥେସଲନୀକୀ ନଗରରେ ପହଞ୍ଚିଲେ। ସେଠାରେ ଯିହୂଦୀୟମାନଙ୍କର ଗୋଟିଏ ସମାଜଗୃହ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ପାଉଲ ଏବଂ ଶିଲା ଆଂଫିପଲି ଓ ଆପଲ୍ଲୋନିଆ ସହରଗୁଡ଼ିକ ଦେଇ ଯାତ୍ରା କରି ଥେସଲନୀକୀ ସହରକୁ ଆସିଲେ; ସେଠାରେ ଯିହୁଦୀମାନଙ୍କର ଗୋଟିଏ ସମାଜଗୃହ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପରେ ସେମାନେ ଆଂଫିପଲି ଓ ଆପଲ୍ଲୋନିଆ ଦେଇ ଯାତ୍ରା କରି ଥେସଲନୀକୀକୁ ଆସିଲେ; ସେଠାରେ ଯିହୂଦୀମାନଙ୍କର ଗୋଟିଏ ସମାଜଗୃହ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲು ಅನಿ ಸಿಲಾಸ್ ಅಂಫಿಪೊಲಿ ಅನಿ ಅಪೊಲೊನಿಯ್ ಮನ್ತಲ್ಯಾ ವಾಟೆನಿ ಫಿರುಂಗೆತ್ ಥೆಸಲೊನಿಕಾ ಮನ್ತಲ್ಯಾ ಶಾರಾಕ್ ಪಾವ್ಲೆ, ತ್ಯಾ ಶಾರಾತ್ ಜುದೆವಾಂಚ್ಯಾ ಲೊಕಾಂಚಿ ಎಕ್ ಸಿನಾಗೊ ಹೊತ್ತೊ.