Acts 17:10 — Compare Translations
7 translations compared side by side
Odia - 1840
"ପାଉଲ ଓ ଶୀଲାଙ୍କୁ ଭାଇମାନେ ସହେି ରାତି ରେ ସାଙ୍ଗେ ସାଙ୍ଗେ ବରଯୋ ନଗରକୁ ପଠାଇ ଦେଲେ। ସମାନେେ ସଠାେରେ ପହଞ୍ଚି ଯିହୂଦୀୟମାନଙ୍କ ସମାଜଗୃହକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଭାଇମାନେ ଅବିଳମ୍ଵରେ ପାଉଲ ଓ ଶୀଲାଙ୍କୁ ରାତ୍ରିକାଳରେ ବେରୟାକୁ ପଠାଇଦେଲେ; ସେମାନେ ସେହି ସ୍ଥାନରେ ପହଞ୍ଚି ଯିହୁଦୀମାନଙ୍କ ସମାଜଗୃହକୁ ଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ରାତି ହେବାକ୍ଷଣି ବିଶ୍ୱାସୀମାନେ ପାଉଲ ଓ ଶୀଲାଙ୍କୁ ବେରିଆକୁ ପଠାଇ ଦେଲେ। ସେମାନେ ସେଠାରେ ପହଞ୍ଚି ସମାଜ ଗୃହକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ଓ ଶୀଲାଙ୍କର ବେରେୟାରେ ପ୍ରବେଶ ପାଉଲ ଓ ଶୀଲାଙ୍କୁ ଭାଇମାନେ ସେହି ରାତିରେ ସାଙ୍ଗେ ସାଙ୍ଗେ ବେରୟା ନଗରକୁ ପଠାଇ ଦେଲେ। ସେମାନେ ସେଠାରେ ପହଞ୍ଚି ଯିହୂଦୀୟମାନଙ୍କ ସମାଜଗୃହକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଭାଇମାନେ ଅବିଳମ୍ବରେ ପାଉଲ ଓ ଶୀଲାଙ୍କୁ ରାତି ସମୟରେ ବେରିୟା ନଗରକୁ ପଠାଇଦେଲେ; ସେମାନେ ସେହି ସ୍ଥାନରେ ପହଞ୍ଚି ଯିହୁଦୀମାନଙ୍କ ସମାଜଗୃହକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଭାଇମାନେ ଅବିଳମ୍ବରେ ପାଉଲ ଓ ଶୀଲାଙ୍କୁ ରାତି ସମୟରେ ବେରିୟାକୁ ପଠାଇଦେଲେ; ସେମାନେ ସେହି ସ୍ଥାନରେ ପହଞ୍ଚି ଯିହୂଦୀମାନଙ୍କ ସମାଜଗୃହକୁ ଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ದಿಸಾ ರಾತ್ತಿನಿ ದೆವಾಚ್ಯಾ ತಾಂಡ್ಯಾಚ್ಯಾ ಲೊಕಾನಿ ಪಾವ್ಲುಕ್ ಅನಿ ಸಿಲಾಸಾಕ್ ಬೆರೊಯಾಕ್ ಧಾಡ್ಲ್ಯಾನಿ, ಥೈ ಹೆನಿ ದೊಗಾ ಜುದೆವಾಂಚ್ಯಾ ಲೊಕಾಂಚ್ಯಾ ಸಿನಾಗೊತ್ ಗೆಲೆ,