Acts 17:11 — Compare Translations
7 translations compared side by side
Odia - 1840
"ସଠାେରେ ଲୋକମାନେ ଥସେଲନୀକୀୟ ଲୋକମାନଙ୍କ ଅପେକ୍ଷା ବେଶି ଭଦ୍ର ଓ ଉତ୍ତମ ଥିଲେ। ସମାନେେ ପାଉଲ ଓ ଶୀଲାଙ୍କର କଥା ଅତି ଉତ୍ସୁକତାର ସହ ଶୁଣିଲେ। ସମାନଙ୍କେର କଥା ସତ୍ଯ ନା ମିଥ୍ଯା, ଏହି କଥା ଜାଣିବା ପାଇଁ ସମାନେେ ପ୍ରତିଦିନ ଶାସ୍ତ୍ର ପରୀକ୍ଷା କରି ଦେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଥେସଲନୀକୀରେ ଥିବା ଯିହୁଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ । ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି ଏହିସମସ୍ତ ସତ୍ୟକି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଥେସଲନିକୀର ଲୋକମାନଙ୍କ ଅପେକ୍ଷା ସେଠାକାର ଲୋକମାନେ ଅଧିକ ଉଦାରମନା ଥିଲେ। ସେମାନେ ଅଧିକ ଆଗ୍ରହର ସହିତ ଶିଷ୍ୟମାନଙ୍କର ଶିକ୍ଷା ଶୁଣିଲେ ଓ ପାଉଲଙ୍କ ବକ୍ତବ୍ୟର ପ୍ରକୃତ ସତ୍ୟତା ଜାଣିବା ପାଇଁ ପ୍ରତିଦିନ ଧର୍ମଶାସ୍ତ୍ର ଅଧ୍ୟୟନ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ଲୋକମାନେ ଥେସଲନୀକୀୟ ଲୋକମାନଙ୍କ ଅପେକ୍ଷା ବେଶି ଭଦ୍ର ଓ ଉତ୍ତମ ଥିଲେ। ସେମାନେ ପାଉଲ ଓ ଶୀଲାଙ୍କର କଥା ଅତି ଉତ୍ସୁକତାର ସହ ଶୁଣିଲେ। ସେମାନଙ୍କର କଥା ସତ୍ୟ ନା ମିଥ୍ୟା, ଏହି କଥା ଜାଣିବା ପାଇଁ ସେମାନେ ପ୍ରତିଦିନ ଶାସ୍ତ୍ର ପରୀକ୍ଷା କରି ଦେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଥେସଲନୀକୀ ସହରରେ ଥିବା ଯିହୁଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ। ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଥେସଲନୀକୀରେ ଥିବା ଯିହୂଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ । ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿ ಜುದೆವಾಂಚಿ ಲೊಕಾ ಥೆಸಲೊನಿಕಾತ್ಲ್ಯಾ ಜುದೆವಾಂಚ್ಯಾಕ್ಕಿಂತಾಬಿ ಬರಿ ಹೊವ್ನ್ ಹೊತ್ತಿ, ತೆನಿ ಪಾವ್ಲುನ್ ಅನಿ ಸಿಲಾಸಾನ್ ಸಾಂಗ್ತಲಿ ಸಂಗ್ತಿಯಾ ಉಮ್ಮೆದಿನ್ ಆಯಿಕ್ಲ್ಯಾನಿ, ಅನಿ ಹಿ ಸಂಗ್ತಿಯಾ ಖರೆಚ್ ಕಾಯ್ ಮನುನ್ ಕಳ್ವುನ್ ಘೆವ್ಕ್ ಸಾಟ್ನಿ ಸದ್ದಿಚ್ ಪವಿತ್ರ್ ಪುಸ್ತಕ್ ವಾಚ್ಲ್ಯಾನಿ.