Acts 17:12 — Compare Translations

7 translations compared side by side

Odia - 1840
"ଅତଏବ, ଅନକେ ଯିହୂଦୀୟ ଲୋକ ବିଶ୍ବାସ କଲେ। ଅନକେ ସମ୍ରାନ୍ତ ଗ୍ରୀକ ସ୍ତ୍ରୀ ଓ ପୁରୁଷମାନେ ମଧ୍ଯ ବିଶ୍ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ସେମାନଙ୍କ ମଧ୍ୟରୁ ଅନେକେ ଓ ଗ୍ରୀକ୍ମାନଙ୍କ ମଧ୍ୟରୁ ଅନେକ ସମ୍ଭ୍ରାନ୍ତ ମହିଳା ଓ ପୁରୁଷ ମଧ୍ୟ ବିଶ୍ଵାସ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କ ମଧ୍ୟରୁ ଅନେକ ବିଶ୍ୱାସ କଲେ। ଅନେକ ସମ୍ଭ୍ରାନ୍ତ ଗ୍ରୀକ୍ ଭଦ୍ରମହିଳା ଓ ଗ୍ରୀକ୍ ଲୋକ ବିଶ୍ୱାସୀମାନଙ୍କ ସହିତ ଯୋଗ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ, ଅନେକ ଯିହୂଦୀୟ ଲୋକ ବିଶ୍ୱାସ କଲେ। ଅନେକ ସମ୍ରାନ୍ତ ଗ୍ରୀକ ସ୍ତ୍ରୀ ଓ ପୁରୁଷମାନେ ମଧ୍ୟ ବିଶ୍ୱାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ସେମାନଙ୍କ ମଧ୍ୟରୁ ଅନେକେ ଓ ଗ୍ରୀକ୍‌ମାନଙ୍କ ମଧ୍ୟରୁ ଅନେକ ସମ୍ଭ୍ରାନ୍ତ ମହିଳା ଓ ପୁରୁଷ ମଧ୍ୟ ବିଶ୍ୱାସ କଲେ।
Odia IRV 2017 (ଓଡିଆ ବାଇବେଲ)
ତେଣୁ ସେମାନଙ୍କ ମଧ୍ୟରୁ ଅନେକେ ଓ ଗ୍ରୀକ୍‌ମାନଙ୍କ ମଧ୍ୟରୁ ଅନେକ ସମ୍ଭ୍ରାନ୍ତ ମହିଳା ଓ ପୁରୁଷ ମଧ୍ୟ ବିଶ୍ୱାସ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಜುದೆವಾಂತ್ನಿ ಲೈ ಲೊಕಾನಿ ವಿಶ್ವಾಸ್ ಕರ್‍ಲ್ಯಾನಿ, ತ್ಯಾತುರ್ರ್ಬಿ ಲೈ ಪ್ರಮುಖ್ ಹೊವ್ನ್ ಹೊತ್ತ್ಯಾ ಗ್ರಿಕಾಂಚ್ಯಾ ಬಾಯ್ಕಾಮಾನ್ಸಾನಿ ಅನಿ ಘೊವ್ಮಾನ್ಸಾನಿ ದೆವಾಚೆರ್ ವಿಶ್ವಾಸ್ ಕರ್‍ಲ್ಯಾನಿ.