Acts 17:13 — Compare Translations

7 translations compared side by side

Odia - 1840
"ଥସେଲନୀକୀୟ ଯିହୂଦୀୟମାନେ ବରଯୋ ନଗର ରେ ପାଉଲ ପରମେଶ୍ବରଙ୍କର ବାକ୍ଯ ପ୍ରଚ଼ାର କରୁଛନ୍ତି ବୋଲି ଜାଣିପାରିଲେ। ତେଣୁ ସମାନେେ ସଠାେକୁ ଆସି ଆନ୍ ଦୋଳନ କରି ଲୋକ ସମୂହକୁ ମତଇେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେତେବେଳେ ଥେସଲନୀକୀୟ ଯିହୁଦୀମାନେ ଜାଣିଲେ ଯେ, ଈଶ୍ଵରଙ୍କ ବାକ୍ୟ ପାଉଲଙ୍କ ଦ୍ଵାରା ବେରୟାରେ ସୁଦ୍ଧା ପ୍ରଚାରିତ ହେଉଅଛି, ସେତେବେଳେ ସେମାନେ ସେସ୍ଥାନକୁ ମଧ୍ୟ ଆସି ଲୋକସମୂହଙ୍କୁ ଉତ୍ତେଜିତ ଓ ଉଦ୍ବିଗ୍ନ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯେତେବେଳେ ଥେସଲନିକୀୟ ଇହୁଦୀମାନେ ଶୁଣିଲେ ଯେ ବେରିଆରେ ମଧ୍ୟ ପାଉଲ ଈଶ୍ୱରଙ୍କ ବାକ୍ୟ ପ୍ରଚାର କରୁଛନ୍ତି, ସେମାନେ ସେଠାକୁ ଆସି ଗଣ୍ଡଗୋଳ କରିବା ପାଇଁ ଲୋକମାନଙ୍କୁ ମତାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ଥେସଲନୀକୀୟ ଯିହୂଦୀୟମାନେ ବେରୟା ନଗରରେ ପାଉଲ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭର କରୁଛନ୍ତି ବୋଲି ଜାଣି ପାରିଲେ। ତେଣୁ ସେମାନେ ସେଠାକୁ ଆସି ଆନ୍ଦୋଳନ କରି ଲୋକ ସମୂହକୁ ମତେଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେତେବେଳେ ଥେସଲନୀକୀ ସହରରେ ଯିହୁଦୀମାନେ ଜାଣିଲେ ଯେ, ଈଶ୍ବରଙ୍କ ବାକ୍ୟ ପାଉଲଙ୍କ ଦ୍ୱାରା ବେରିୟାରେ ସୁଦ୍ଧା ପ୍ରଚାରିତ ହେଉଅଛି, ସେତେବେଳେ ସେମାନେ ସେ ସ୍ଥାନକୁ ମଧ୍ୟ ଆସି ଲୋକସମୂହଙ୍କୁ ଉତ୍ତେଜିତ ଓ ବିଚଳିତ କଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେତେବେଳେ ଥେସଲନୀକୀୟ ଯିହୂଦୀମାନେ ଜାଣିଲେ ଯେ, ଈଶ୍ୱରଙ୍କ ବାକ୍ୟ ପାଉଲଙ୍କ ଦ୍ୱାରା ବେରୟାରେ ସୁଦ୍ଧା ପ୍ରଚାରିତ ହେଉଅଛି, ସେତେବେଳେ ସେମାନେ ସେ ସ୍ଥାନକୁ ମଧ୍ୟ ଆସି ଲୋକସମୂହଙ୍କୁ ଉତ୍ତେଜିତ ଓ ବିଚଳିତ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಪಾವ್ಲುನ್ ಬೆರೊಯಾ ಶಾರಾತ್ ಯೆವ್ನ್ ದೆವಾಚ್ಯಾ ಗೊಸ್ಟಿಯಾ ಸಾಂಗ್ಲ್ಯಾನ್, ಮನ್ತಲಿ ಖಬರ್ ಆಯ್ಕುನ್ ಥೆಸಲೊನಿಕಾತ್ಲ್ಯಾ ಜುದೆವಾಂಚ್ಯಾ ಲೊಕಾಕ್ನಿ ಕಂಗಾಲ್ ಕರುನ್ ಧಾಂದಲ್ ಉಟ್ವುಲ್ಯಾನಿ.