Acts 17:14 — Compare Translations

7 translations compared side by side

Odia - 1840
"ସେଥିପାଇଁ ଭାଇମାନେ ପାଉଲଙ୍କୁ ସମୁଦ୍ର କୂଳକୁ ପଠାଇ ଦେଲେ, କିନ୍ତୁ ଶୀଲା ଓ ତୀମଥି ସଠାେରେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଭାଇମାନେ ଅବିଳମ୍ଵରେ ପାଉଲଙ୍କୁ ସମୁଦ୍ର ଆଡ଼କୁ ଯିବା ପାଇଁ ପଠାଇଦେଲେ, ଆଉ ଶୀଲା ଓ ତୀମଥି ସେହି ସ୍ଥାନରେ ରହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସଙ୍ଗେ ସଙ୍ଗେ ବିଶ୍ୱାସୀମାନେ ପାଉଲଙ୍କୁ ସମୁଦ୍ର ଉପକୂଳକୁ ପଠାଇ ଦେଲେ; କିନ୍ତୁ ଶୀଲା ଓ ତୀମଥି ଦୁହେଁ ବେରିଆରେ ରହିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ଭାଇମାନେ ପାଉଲଙ୍କୁ ସମୁଦ୍ର କୂଳକୁ ପଠାଇଦେଲେ, କିନ୍ତୁ ଶୀଲା ଓ ତୀମଥି ସେଠାରେ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଭାଇମାନେ ଅବିଳମ୍ବରେ ପାଉଲଙ୍କୁ ସମୁଦ୍ର ଆଡ଼କୁ ଯିବା ପାଇଁ ପଠାଇଦେଲେ, ଆଉ ଶୀଲା ଓ ତୀମଥି ସେହି ସ୍ଥାନରେ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଭାଇମାନେ ଅବିଳମ୍ବରେ ପାଉଲଙ୍କୁ ସମୁଦ୍ର ଆଡ଼କୁ ଯିବା ପାଇଁ ପଠାଇଦେଲେ, ଆଉ ଶୀଲା ଓ ତୀମଥି ସେହି ସ୍ଥାନରେ ରହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್, ದೆವಾಚ್ಯಾ ತಾಂಡ್ಯಾಚ್ಯಾ ಲೊಕಾನಿ ಪಾವ್ಲುಕ್ ಸಮುಂದ್ರಾಚ್ಯಾ ದಂಡೆಕ್ಲ್ಯಾ ಗಾಂವಾಕ್ ಧಾಡುನ್ ದಿಲ್ಯಾನಿ, ಖರೆ ಸಿಲಾಸ್ ಅನಿ ತಿಮೊಥಿ ಬೆರೊಯ್ ಶಾರಾತುಚ್ ರಾಲೆ.