Acts 17:16 — Compare Translations
7 translations compared side by side
Odia - 1840
"ପାଉଲ ଆଥୀନୀ ନଗର ରେ ଶୀଲା ଓ ତୀମଥିଙ୍କୁ ଅପେକ୍ଷା କରିଥାଆନ୍ତି। ନଗର ସାରା ମୂର୍ତ୍ତିଗୁଡ଼ିକରେ ପୂର୍ଣ୍ଣ ହାଇେଥିବାର ଦେଖି ସେ ହୃଦୟ ରେ ଅତି ମାତ୍ରା ରେ ବିବ୍ରତ ହାଇେ ପଡ଼ିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଥୀନୀରେ ପାଉଲ ସେମାନଙ୍କ ଅପେକ୍ଷାରେ ଥିବା ସମୟରେ ସେହି ନଗରକୁ ପ୍ରତିମାରେ ପରିପୂର୍ଣ୍ଣ ଦେଖି ତାଙ୍କ ଆତ୍ମା ଉତ୍ତପ୍ତ ହୋଇ ଉଠିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆଥେନ୍ସ୍ରେ ଶୀଲା ଓ ତୀମଥିଙ୍କର ପ୍ରତୀକ୍ଷାରେ ଥିବା ସମୟରେ ନଗରୀଟି ଦେବ ପ୍ରତିମାରେ ପୂର୍ଣ୍ଣ ହୋଇଥିବା ଲକ୍ଷ୍ୟ କରି ପାଉଲ ଅତ୍ୟନ୍ତ କ୍ଷୁବ୍ଧ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଆଥୀନୀ ନଗରରେ ପାଉଲ ପାଉଲ ଆଥୀନୀ ନଗରରେ ଶୀଲା ଓ ତୀମଥିଙ୍କୁ ଅପେକ୍ଷା କରିଥା’ନ୍ତି। ନଗର ସାରା ମୂର୍ତ୍ତିଗୁଡ଼ିକରେ ପୂର୍ଣ୍ଣ ହୋଇଥିବାର ଦେଖି ସେ ହୃଦୟରେ ଅତି ମାତ୍ରାରେ ବିବ୍ରତ ହୋଇ ପଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଥିନୀରେ ପାଉଲ ସେମାନଙ୍କ ଅପେକ୍ଷାରେ ଥିବା ସମୟରେ ସେହି ନଗରକୁ ପ୍ରତିମାରେ ପରିପୂର୍ଣ୍ଣ ଦେଖି ତାହାଙ୍କ ଆତ୍ମା ଉତ୍ତପ୍ତ ହୋଇ ଉଠିଲା।
Odia IRV 2017 (ଓଡିଆ ବାଇବେଲ)
ଆଥିନୀରେ ପାଉଲ ସେମାନଙ୍କ ଅପେକ୍ଷାରେ ଥିବା ସମୟରେ ସେହି ନଗରକୁ ପ୍ରତିମାରେ ପରିପୂର୍ଣ୍ଣ ଦେଖି ତାହାଙ୍କ ଆତ୍ମା ଉତ୍ତପ୍ତ ହୋଇ ଉଠିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಥೆನ್ಸ್ ಮನ್ತಲ್ಯಾ ಶಾರಾತ್ ಪಾವ್ಲು ಸಿಲಾಸ್ ಅನಿ ತಿಮೊಥಿಚಿ ವಾಟ್ ಬಗಿತ್ ಹೊತ್ತೊ, ತ್ಯಾ ಶಾರಾತ್ ಸಗ್ಳ್ಯಾಕ್ಡೆ ಮುರ್ತಿಯಾಚ್ ಹೊತ್ತೆ ಬಗುನ್ ತೆಚ್ಯಾ ಮನಾಕ್ ಲೈ ದುಖ್ ಹೊಲೆ,