Acts 17:19 — Compare Translations
7 translations compared side by side
Odia - 1840
"ସମାନେେ ପାଉଲଙ୍କୁ ଆରୟପାଗ ସଭା ପାଖକୁ ନଇଗେଲେ। ସମାନେେ ତାହାଙ୍କୁ ପଚ଼ାରିଲେ, ତୁମ୍ଭେ ଉପଦେଶ ଦେଉଥିବା ଏହି ନୂଆ ଶିକ୍ଷା କ'ଣ, ତାହା ଆମ୍ଭେ ଜାଣି ପାରିବୁ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେମାନେ ତାଙ୍କୁ ଆରୟପାଗକୁ ଘେନିଯାଇ କହିଲେ, ଏହି ଯେ ନୂତନ ଶିକ୍ଷା ଆପଣ ଦେଉଅଛନ୍ତି, ତାହା କʼଣ ବୋଲି ଆମ୍ଭେମାନେ ଜାଣି ପାରିବା କି?
Odia BSI (ପବିତ୍ର ବାଇବଲ (CL) NT (BSI))
ସେଥିପାଇଁ ସେମାନେ ପାଉଲଙ୍କୁ ଧରିନେଲେ ଓ ତାଙ୍କୁ ଏରୀୟ ପାଗସ୍ ନାମକ ପୌର ସଭାକୁ ଆଣି କହିଲେ, “ଆପଣ ଯେଉଁ ନୂତନ ଶିକ୍ଷା ସମ୍ବନ୍ଧରେ କହୁଛନ୍ତି, ସେ ବିଷୟରେ ଆମେ ଜାଣିବାକୁ ଚାହୁଁ।”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପାଉଲଙ୍କୁ ଆରୟପାଗ ସଭା ପାଖକୁ ନେଇଗଲେ। ସେମାନେ ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ ଉପଦେଶ ଦେଉଥିବା ଏହି ନୂଆ ଶିକ୍ଷା କ’ଣ, ତାହା ଆମ୍ଭେ ଜାଣି ପାରିବୁ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେମାନେ ତାହାଙ୍କୁ ଆରିୟପାଗକୁ ଘେନିଯାଇ କହିଲେ, ଏହି ଯେ ନୂତନ ଶିକ୍ଷା ଆପଣ ଦେଉଅଛନ୍ତି, ତାହା କଅଣ ବୋଲି ଆମ୍ଭେମାନେ ଜାଣି ପାରିବା କି?
Odia IRV 2017 (ଓଡିଆ ବାଇବେଲ)
ପରେ ସେମାନେ ତାହାଙ୍କୁ ଆରିୟପାଗକୁ ଘେନିଯାଇ କହିଲେ, ଏହି ଯେ ନୂତନ ଶିକ୍ଷା ଆପଣ ଦେଉଅଛନ୍ତି, ତାହା କ'ଣ ବୋଲି ଆମ୍ଭେମାନେ ଜାଣି ପାରିବା କି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೆನಿ ಪಾವ್ಲುಕ್ ಅರಿಯೊಪಾಗ್ ಮನ್ತಲ್ಯಾ ಝಡ್ತಿ ಕರ್ತಲ್ಯಾ ಜಾಗ್ಯಾಕ್ ಬಲ್ವುನ್ ನ್ಹೆಲಾನಿ, ತೆಕಾ “ತಿಯಾ ಶಿಕಾಪ್ ಕರುಲಾಗಲೊ ನವೊ ತತ್ವ ದಯಾ ಕರುನ್ ಅಮ್ಕಾ ಸಾಂಗ್.