Acts 17:2 — Compare Translations

7 translations compared side by side

Odia - 1840
"ପାଉଲ ସମାନଙ୍କେ ପାଖକୁ ଗଲେ। ଏପରି ସେ ସର୍ବଦା କରୁଥିଲେ। ସେ ତିନି ବିଶ୍ରାମବାର ଦିନ ପର୍ୟ୍ଯନ୍ତ ସମାନଙ୍କେ ସହିତ ଶାସ୍ତ୍ର ଆଲୋଚନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପାଉଲ ଆପଣା ରୀତି ଅନୁସାରେ ସେମାନଙ୍କ ନିକଟକୁ ଗଲେ, ପୁଣି ତିନି ବିଶ୍ରାମବାର ପର୍ଯ୍ୟନ୍ତ ଶାସ୍ତ୍ରର ବାକ୍ୟ ଘେନି ସେମାନଙ୍କୁ ଉପଦେଶ ଦେଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ପାଉଲ ତାଙ୍କ ରୀତି ଅନୁଯାୟୀ ସମାଜ ଗୃହକୁ ଗଲେ। ସେଠାରେ କ୍ରମାଗତ ତିନୋଟି ବିଶ୍ରାମବାରରେ ସେ ଲୋକମାନଙ୍କ ସହିତ ଆଲୋଚନା କଲେ,
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ସେମାନଙ୍କ ପାଖକୁ ଗଲେ। ଏପରି ସେ ସର୍ବଦା କରୁଥିଲେ। ସେ ତିନି ବିଶ୍ରାମବାର ଦିନ ପର୍ଯ୍ୟନ୍ତ ସେମାନଙ୍କ ସହିତ ଶାସ୍ତ୍ର ଆଲୋଚନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପାଉଲ ଆପଣା ରୀତି ଅନୁସାରେ ସେମାନଙ୍କ ନିକଟକୁ ଗଲେ, ପୁଣି, ତିନୋଟି ବିଶ୍ରାମବାର ପର୍ଯ୍ୟନ୍ତ ଶାସ୍ତ୍ରର ବାକ୍ୟ ଘେନି ସେମାନଙ୍କୁ ଉପଦେଶ ଦେଲେ,
Odia IRV 2017 (ଓଡିଆ ବାଇବେଲ)
ଆଉ ପାଉଲ ଆପଣା ରୀତି ଅନୁସାରେ ସେମାନଙ୍କ ନିକଟକୁ ଗଲେ, ପୁଣି, ତିନୋଟି ବିଶ୍ରାମବାର ପର୍ଯ୍ୟନ୍ତ ଶାସ୍ତ୍ରର ବାକ୍ୟ ଘେନି ସେମାନଙ୍କୁ ଉପଦେଶ ଦେଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲು ಸದ್ದಿ ಗೆಲ್ಲ್ಯಾ ಸಾರ್ಕೆಚ್ ಜುದೆವಾಕ್ನಿ ಭೆಟುಕ್ ಮನುನ್ ತ್ಯಾ ದೆವಾಚ್ಯಾ ಗುಡಿಕ್ ಗೆಲೊ, ತೆನಿ ತಿನ್ ವಾರಾಂಚ್ಯಾ ಪಾತರ್ ಹರ್ ಎಕ್ ಸಬ್ಬತ್ತಾಚ್ಯಾ ದಿಸಾಬಿ ತೆಂಚ್ಯಾ ವಾಂಗ್ಡಾ ಪವಿತ್ರ್ ಪುಸ್ತಕಾಚ್ಯಾ ಆಧಾರಾನ್ ಚರ್ಚಾ ಕರುನ್ ತೆಂಕಾ ಕಳ್ವುಲ್ಯಾನ್.