Acts 17:21 — Compare Translations
7 translations compared side by side
Odia - 1840
"ଆଥୀନୀୟ ବାସିନ୍ଦାମାନେ ଓ ସଠାେରେ ରହୁଥିବା ବିଦେଶୀ ଲୋକମାନେ କିଛି କାର୍ୟ୍ଯ ନକରି କବଳେ ନୂତନ ବିଷୟମାନ ଶୁଣିବା ରେ ଓ କଥା କହିବା ରେ ସମୟ କାଟୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଥୀନୀୟ ଲୋକସମସ୍ତେ ଓ ସେଠାରେ ପ୍ରବାସୀ ବିଦେଶୀୟମାନେ କେବଳ କୌଣସି ନୂତନ କଥା କହିବା ଓ ଶୁଣିବା ଛଡ଼ା ଆଉ କାହିଁରେ କାଳ କ୍ଷେପଣ କରୁ ନ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
(ଆଥେନ୍ସ୍ର ନାଗରିକମାନେ ଓ ସେଠାରେ ବାସ କରୁଥିବା ବିଦେଶୀୟମାନେ ନୂତନ ବିଷୟ ଶୁଣିବାକୁ ଓ କହିବାକୁ ବଡ଼ ଭଲ ପାଉଥିଲେ। ଏଥିରେ ସେମାନେ ବହୁତ ସମୟ ଅତିବାହିତ କରୁଥିଲେ।)
Odia Bible ERV 2004 (ପବିତ୍ର ବାଇବଲ)
ଆଥୀନୀୟ ବାସିନ୍ଦାମାନେ ଓ ସେଠାରେ ରହୁଥିବା ବିଦେଶୀ ଲୋକମାନେ କିଛି କାର୍ଯ୍ୟ ନ କରି କେବଳ ନୂତନ ବିଷୟମାନ ଶୁଣିବାରେ ଓ କଥା କହିବାରେ ସମୟ କାଟୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଥିନୀ ସହରର ଲୋକ ସମସ୍ତେ ଓ ସେଠାରେ ପ୍ରବାସୀ ବିଦେଶୀୟମାନେ କେବଳ କୌଣସି ନୂତନ କଥା କହିବା ଓ ଶୁଣିବା ଛଡ଼ା ଆଉ କାହିଁରେ କାଳକ୍ଷେପଣ କରୁ ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଥିନୀରେ ଲୋକ ସମସ୍ତେ ଓ ସେଠାରେ ପ୍ରବାସୀ ବିଦେଶୀୟମାନେ କେବଳ କୌଣସି ନୂତନ କଥା କହିବା ଓ ଶୁଣିବା ଛଡ଼ା ଆଉ କାହିଁରେ କାଳକ୍ଷେପଣ କରୁ ନ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ನ್ಹವ್ಯಾ ಯೆವ್ಜನಿಯಾಂಚ್ಯಾ ವಿಶಯಾತ್ ಬೊಲುಕ್ ಅನಿ ಆಯ್ಕುಕ್ ಥೈತ್ಲ್ಯಾ ಲೊಕಾಕ್ನಿ ಕುಶಿ ಹೊಲಿ.