Acts 17:22 — Compare Translations

7 translations compared side by side

Odia - 1840
"ପାଉଲ ଆରୟପାଗ ସଭାର ସାମନା ରେ ଠିଆ ହାଇେ କହିଲେ, ହେ ଆଥୀନୀୟ ଲୋକମାନେ, ମୁଁ ଦେଖୁଛି, ତୁମ୍ଭମାନେେ ସବୁ ବିଷୟ ରେ ଅତି ଧାର୍ମିକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ପାଉଲ ଆରୟପାଗର ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ହେ ଆଥୀନୀୟ ଲୋକମାନେ, ଆପଣମାନେ ଯେସମସ୍ତ ବିଷୟରେ ବଡ଼ ଦେବଭକ୍ତ, ଏହା ମୁଁ ଦେଖୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାଉଲ ପୌର ସଭା ସମ୍ମୁଖରେ ଠିଆ ହୋଇ କହିଲେ, “ଆଥେନୀୟ ନାଗରିକବୃନ୍ଦ, ଆପଣମାନେ ସର୍ବତୋଭାବେ ଧର୍ମପରାୟଣ ବୋଲି ମନେହୁଏ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ଆରୟପାଗ ସଭାର ସାମନାରେ ଠିଆ ହୋଇ କହିଲେ, “ହେ ଆଥୀନୀୟ ଲୋକମାନେ, ମୁଁ ଦେଖୁଛି, ତୁମ୍ଭେମାନେ ସବୁ ବିଷୟରେ ଅତି ଧାର୍ମିକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ପାଉଲ ଆରିୟପାଗର ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ହେ ଆଥିନୀ ସହରର ଲୋକମାନେ, ଆପଣମାନେ ଯେ ସମସ୍ତ ବିଷୟରେ ବଡ଼ ଦେବ ଭକ୍ତ, ଏହା ମୁଁ ଦେଖୁଅଛି।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ପାଉଲ ଆରିୟପାଗର ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ହେ ଆଥିନୀର ଲୋକମାନେ, ଆପଣମାନେ ଯେ ସମସ୍ତ ବିଷୟରେ ବଡ଼ ଦେବ ଭକ୍ତ, ଏହା ମୁଁ ଦେଖୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಅರಿಯೊಗ್ ಮನ್ತಲ್ಯಾ ಝಡ್ತಿ ಕರ್‍ತಲ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಚ್ಯಾ ಇದ್ರಾಕ್ ಇಬೆ ರ್‍ಹಾವ್ನ್ ಅಶೆ ಮಟ್ಲ್ಯಾನ್! ಅಥೆನಾತ್ಲ್ಯಾ ಲೊಕಾನು, ತುಮಿ ಸಗ್ಳ್ಯಾ ಸಂಗ್ತಿಯಾತ್ನಿಬಿ ಲೈ ನಿತಿವಂತ್ ಲೊಕಾ ಮನ್ತಲೆ ಮಾಕಾ ದಿಸ್ತಾ.