Acts 17:23 — Compare Translations
7 translations compared side by side
Odia - 1840
"ମୁଁ ନଗରର ଚ଼ାରିପାଖ ରେ ଭ୍ରମଣ କରି, ତୁମ୍ଭମାନଙ୍କର ପୂଜା କରୁଥିବା ବସ୍ତୁମାନ ଦେଖିଲି। ମୁଁ ଗୋଟିଏ ବଦେୀ ଦେଖିଲି ଯାହା ଉପରେ ଲଖାେଥିଲା, 'ଏକ ଈଶ୍ବର ଯାହାଙ୍କୁ ଆମ୍ଭେ ଜାଣିନାହୁଁ।' ତେଣୁ ତୁମ୍ଭମାନେେ ନ ଜାଣି ଯାହା ପୂଜା କରୁଛ, ମୁଁ ତାହାଙ୍କୁ ତୁମ୍ଭମାନଙ୍କ ଆଗ ରେ ପ୍ରଚ଼ାର କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ଭ୍ରମଣ କରିବା ସମୟରେ ଆପଣମାନଙ୍କର ପୂଜ୍ୟ ବସ୍ତୁସମସ୍ତ ଦେଖୁ ଦେଖୁ ଗୋଟିଏ ବେଦି ମଧ୍ୟ ଦେଖିଲି, ଯାହା ଉପରେ ଏହି କଥା ଲେଖା ହୋଇଅଛି, ‘ଅଜ୍ଞାତ ଦେବତାଙ୍କ ଉଦ୍ଦେଶ୍ୟରେ ।ʼ ଅତଏବ, ଆପଣମାନେ ନ ଜାଣି ଯାହାଙ୍କର ପୂଜା କରୁଅଛନ୍ତି, ମୁଁ ତାଙ୍କୁ ଆପଣମାନଙ୍କ ନିକଟରେ ପ୍ରଚାର କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଆପଣମାନଙ୍କ ନଗର ବୁଲି ଦେଖିଲାବେଳେ ଆପଣମାନଙ୍କର ପୂଜାସ୍ଥଳୀକୁ ଲକ୍ଷ୍ୟ କଲି। ଗୋଟିଏ ଯଜ୍ଞ ବେଦୀ ଉପରେ “ଏକ ଅଜ୍ଞାତ ଈଶ୍ୱରଙ୍କ ଉଦ୍ଦେଶ୍ୟରେ’, ଲେଖାଥିବା ମଧ୍ୟ ଦେଖିଲି। ଆପଣମାନେ ନ ଜାଣି ଯାହାଙ୍କୁ ପୂଜା କରୁଛନ୍ତି, ବର୍ତ୍ତମାନ ତାଙ୍କ କଥା ଆପଣମାନଙ୍କ ନିକଟରେ ପ୍ରଚାର କରିବାକୁ ଯାଉଛି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ନଗରର ଗ୍ଭରିପାଖରେ ଭ୍ରମଣ କରି, ତୁମ୍ଭମାନଙ୍କର ପୂଜା କରୁଥିବା ବସ୍ତୁମାନ ଦେଖିଲି। ମୁଁ ଗୋଟିଏ ବେଦୀ ଦେଖିଲି ଯାହା ଉପରେ ଲେଖାଥିଲା, ‘ ଏକ ଈଶ୍ୱର ଯାହାଙ୍କୁ ଆମ୍ଭେ ଜାଣି ନାହୁଁ।’ ତେଣୁ ତୁମ୍ଭେମାନେ ନ ଜାଣି ଯାହା ପୂଜା କରୁଛ, ମୁଁ ତାହାଙ୍କୁ ତୁମ୍ଭମାନଙ୍କ ଆଗରେ ପ୍ରଗ୍ଭର କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ଭ୍ରମଣ କରିବା ସମୟରେ ଆପଣମାନଙ୍କର ପୂଜିତ ବସ୍ତୁସମସ୍ତ ଦେଖୁ ଦେଖୁ ଗୋଟିଏ ବେଦି ମଧ୍ୟ ଦେଖିଲି, ଯାହା ଉପରେ ଏହି କଥା ଲେଖା ହୋଇଅଛି, “ଅଜ୍ଞାତ ଦେବତାଙ୍କ ଉଦ୍ଦେଶ୍ୟରେ।” ଅତଏବ, ଆପଣମାନେ ନ ଜାଣି ଯାହାଙ୍କର ପୂଜା କରୁଅଛନ୍ତି, ମୁଁ ତାହାଙ୍କୁ ଆପଣମାନଙ୍କ ନିକଟରେ ପ୍ରଚାର କରୁଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ଭ୍ରମଣ କରିବା ସମୟରେ ଆପଣମାନଙ୍କର ପୂଜିତ ବସ୍ତୁସମସ୍ତ ଦେଖୁ ଦେଖୁ ଗୋଟିଏ ବେଦି ମଧ୍ୟ ଦେଖିଲି, ଯାହା ଉପରେ ଏହି କଥା ଲେଖା ହୋଇଅଛି, 'ଅଜ୍ଞାତ ଦେବତାଙ୍କ ଉଦ୍ଦେଶ୍ୟରେ ।' ଅତଏବ, ଆପଣମାନେ ନ ଜାଣି ଯାହାଙ୍କର ପୂଜା କରୁଅଛନ୍ତି, ମୁଁ ତାହାଙ୍କୁ ଆପଣମାନଙ୍କ ନିକଟରେ ପ୍ରଚାର କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಚ್ಯಾ ಶಾರಾತ್ ಚಲುನ್ ಜಾಯ್ತ್ ರಾತಾನಾ ತುಮಿ ಫುಜ್ಯಾ ಕರ್ತಲಿ ದೆವಾಂಚಿ ಮುರ್ತಿಯಾ ಬಗಟ್ಲೊ ಎಕ್ ಬಲಿ ಭೆಟ್ವುತಲ್ಯಾ ಜಗ್ಯಾಕ್ “ಗೊತ್ತ್ ನತ್ತ್ಯಾ ದೆವಾಕ್” ಮನುನ್ ಲಿವಲ್ಲೆ ಹೊತ್ತೆ ತುಮ್ಕಾ ಗೊತ್ತ್ ನತ್ತ್ಯಾ ದೆವಾಕ್ ತುಮಿ ಆರಾಧನ್ ಕರುಲ್ಲ್ಯಾಸಿ, ತ್ಯಾ ದೆವಾಚ್ಯಾ ವಿಶಯಾತ್ ಮಿಯಾ ತುಮ್ಕಾ ಸಾಂಗ್ತಾ.