Acts 17:24 — Compare Translations

7 translations compared side by side

Odia - 1840
"ପରମେଶ୍ବର ଓ ପୃଥିବୀ ରେ ଓ ଏଥି ରେ ଥିବା ସମସ୍ତ ବସ୍ତୁର କର୍ତ୍ତା। ସେ ସ୍ବର୍ଗ ଓ ପୃଥିବୀର ପ୍ରଭୁ ହାଇେ ଥିବାରୁ ସେ ମଣିଷ ନିର୍ମିତ ମନ୍ଦିର ଗୁଡ଼ିକରେ ରୁହନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଈଶ୍ଵର ଜଗତ ଓ ତନ୍ମଧ୍ୟସ୍ଥ ସମସ୍ତ ପଦାର୍ଥ ସୃଷ୍ଟି କରିଅଛନ୍ତି, ସେ ସ୍ଵର୍ଗ ଓ ପୃଥିବୀର ପ୍ରଭୁ ହେବାରୁ ହସ୍ତନିର୍ମିତ ମନ୍ଦିରସମୂହରେ ବାସ କରନ୍ତି ନାହିଁ,
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ଜଗତ ଓ ସେଥିରେ ଥିବା ପ୍ରତ୍ୟେକ ବିଷୟ ସୃଷ୍ଟି କଲେ। ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ। ମନୁଷ୍ୟ ହସ୍ତନିର୍ମିତ ମନ୍ଦିରମାନଙ୍କରେ ସେ ବାସ କରନ୍ତି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
“ପରମେଶ୍ୱର ଏ ପୃଥିବୀରେ ଓ ଏଥିରେ ଥିବା ସମସ୍ତ ବସ୍ତୁର କର୍ତ୍ତା। ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ହୋଇ ଥିବାରୁ ସେ ମଣିଷ ନିର୍ମିତ ମନ୍ଦିର ଗୁଡ଼ିକରେ ରୁହନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଈଶ୍ବର ଜଗତ ଓ ତନ୍ମଧ୍ୟସ୍ଥ ସମସ୍ତ ପଦାର୍ଥ ସୃଷ୍ଟି କରିଅଛନ୍ତି, ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ହେବାରୁ ହସ୍ତନିର୍ମିତ ମନ୍ଦିର-ସମୂହରେ ବାସ କରନ୍ତି ନାହିଁ,
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଈଶ୍ୱର ଜଗତ ଓ ତନ୍ମଧ୍ୟସ୍ଥ ସମସ୍ତ ପଦାର୍ଥ ସୃଷ୍ଟି କରିଅଛନ୍ତି, ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ହେବାରୁ ହସ୍ତନିର୍ମିତ ମନ୍ଦିରସମୂହରେ ବାସ କରନ୍ତି ନାହିଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳೆ ಜಗ್ ಅನಿ ತ್ಯಾತುರ್ ಹೊತ್ತೆ ಹರ್ ಎಕ್‍ಬಿ ರಚಲ್ಲೊ ತ್ಯಾ ದೆವಾನುಚ್ ಮಳ್ಬಾಕ್ ಅನಿ ಜಿಮ್ನಿಕ್ ತೊಚ್ ವಡಿಲ್ ಮಾನ್ಸಾನಿ ರಚಲ್ಲ್ಯಾ ಹ್ಯಾ ಗುಡಿಯಾತ್ನಿ ತೊ ಜಿವನ್ ಕರಿನಾ.