Acts 17:25 — Compare Translations

7 translations compared side by side

Odia - 1840
"ସେ ପରମେଶ୍ବର ଜୀବନ ଓ ପ୍ରାଣବାଯୁ ପ୍ରଦାନ କରନ୍ତି। ସେ ମନୁଷ୍ଯମାନଙ୍କର ସାହାୟ୍ଯ ଲୋଡ଼ନ୍ତି ନାହିଁ। ତାହାଙ୍କର କୌଣସି ଅଭାବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଅବା ତାହାଙ୍କର କୌଣସି ଅଭାବ ଥିବାରୁ ମନୁଷ୍ୟହସ୍ତ ଦ୍ଵାରା ସେବିତ ହୁଅନ୍ତି ନାହିଁ, ଯେଣୁ ସେ ସ୍ଵୟଂ ସମସ୍ତଙ୍କୁ ଜୀବନ, ନିଶ୍ଵାସ ଓ ସମସ୍ତ ପଦାର୍ଥ ଦାନ କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ୍ଭେମାନ ତାଙ୍କ ପାଇଁ କାର୍ଯ୍ୟ କରି ତାଙ୍କୁ ଦେଇପାରିବା ଭଳି କୌଣସି ବିଷୟ ସେ ଚାହାନ୍ତି ନାହିଁ; କାରଣ ସେ ସମସ୍ତଙ୍କୁ ଜୀବନ, ପ୍ରାଣବାୟୁ ଓ ସବୁ ଆବଶ୍ୟକୀୟ ବିଷୟ ଦେଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେ ପରମେଶ୍ୱର ଜୀବନ ଓ ପ୍ରାଣବାୟୁ ପ୍ରଦାନ କରନ୍ତି। ସେ ମନୁଷ୍ୟମାନଙ୍କର ସାହାଯ୍ୟ ଲୋଡ଼ନ୍ତି ନାହିଁ। ତାହାଙ୍କର କୌଣସି ଅଭାବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଅବା ତାହାଙ୍କର କୌଣସି ଅଭାବ ଥିବାରୁ ମନୁଷ୍ୟହସ୍ତ ଦ୍ୱାରା ସେବିତ ହୁଅନ୍ତି ନାହିଁ, ଯେଣୁ ସେ ସ୍ୱୟଂ ସମସ୍ତଙ୍କୁ ଜୀବନ, ନିଶ୍ୱାସ, ଓ ସମସ୍ତ ପଦାର୍ଥ ଦାନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
କିଅବା ତାହାଙ୍କର କୌଣସି ଅଭାବ ଥିବାରୁ ମନୁଷ୍ୟହସ୍ତ ଦ୍ୱାରା ସେବିତ ହୁଅନ୍ତି ନାହିଁ, ଯେଣୁ ସେ ସ୍ୱୟଂ ସମସ୍ତଙ୍କୁ ଜୀବନ, ନିଶ୍ୱାସ, ଓ ସମସ୍ତ ପଦାର୍ଥ ଦାନ କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ದೆವುಚ್ ಮಾನ್ಸಾಕ್ ಜಿವ್, ಶ್ವಾಸ್ ಅನಿ ಸಗ್ಳ್ಯೆ ದಿತಲೊ, ತೆಕಾ ಮಾನ್ಸಾಂಚ್ಯಾ ಗುಡಿಚಿ ಗರಜ್ ನಾ ತೆಕಾ ಕಾಯ್ಬಿ ಕಮ್ಮಿ ನಾ.