Acts 17:26 — Compare Translations

7 translations compared side by side

Odia - 1840
"ପରମେଶ୍ବର ଗୋଟିଏ ମନୁଷ୍ଯଠାରୁ ସମୁଦାୟ ମନୁଷ୍ଯ ଜାତିକୁ ତିଆରି କରିଛନ୍ତି। ସେଥିପାଇଁ ସମାନେେ ପୃଥିବୀର ସର୍ବତ୍ର ରଖନ୍ତି। ସେ ସମାନଙ୍କେ ପାଇଁ ପୂର୍ବରୁ ନିର୍ଦ୍ଧାରିତ ସମୟ ଓ ସ୍ଥାନର ସୀମା ମଧ୍ଯ ସ୍ଥିର କରିଛନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ପୃଥିବୀର ସର୍ବତ୍ର ବାସ କରିବା ନିମନ୍ତେ ଏକ ବ୍ୟକ୍ତିଠାରୁ ସମସ୍ତ ମାନବଜାତି ସୃଷ୍ଟି କରିଅଛନ୍ତି; ସେ ସେମାନଙ୍କର ନିର୍ଦ୍ଦିଷ୍ଟ କାଳ ଓ ନିବାସର ସୀମା ସ୍ଥିର କରିଅଛନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ଜଣେ ମନୁଷ୍ୟଠାରୁ ସେ ସମସ୍ତ ମାନବ ଗୋଷ୍ଠୀକୁ ସୃଷ୍ଟି କରିଛନ୍ତି ଓ ତାଙ୍କ ନିର୍ଦ୍ଦେଶରେ ସେମାନେ ପୃଥିବୀର ବିଭିନ୍ନ ସ୍ଥାନରେ ବାସ କରନ୍ତି। କେଉଁ ସମୟରେ, କିଏ କେଉଁ ସ୍ଥାନରେ ବାସ କରିବେ, ଆଦ୍ୟରୁ ଈଶ୍ୱର ତା’ ନିରୂପଣ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଗୋଟିଏ ମନୁଷ୍ୟଠାରୁ ସମୁଦାୟ ମନୁଷ୍ୟ ଜାତିକୁ ତିଆରି କରିଛନ୍ତି। ସେଥିପାଇଁ ସେମାନେ ପୃଥିବୀର ସର୍ବତ୍ର ରହନ୍ତି। ସେ ସେମାନଙ୍କ ପାଇଁ ପୂର୍ବରୁ ନିର୍ଦ୍ଧାରିତ ସମୟ ଓ ସ୍ଥାନର ସୀମା ମଧ୍ୟ ସ୍ଥିର କରିଛନ୍ତି,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ପୃଥିବୀର ସର୍ବତ୍ର ବାସ କରିବା ନିମନ୍ତେ ଏକ ବ୍ୟକ୍ତିଠାରୁ ସମସ୍ତ ମାନବଜାତି ସୃଷ୍ଟି କରିଅଛନ୍ତି; ସେ ସେମାନଙ୍କର ନିର୍ଦ୍ଦିଷ୍ଟ କାଳ ଓ ନିବାସର ସୀମା ସ୍ଥିର କରିଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ପୃଥିବୀର ସର୍ବତ୍ର ବାସ କରିବା ନିମନ୍ତେ ଏକ ବ୍ୟକ୍ତିଠାରୁ ସମସ୍ତ ମାନବଜାତି ସୃଷ୍ଟି କରିଅଛନ୍ତି; ସେ ସେମାନଙ୍କର ନିର୍ଦ୍ଦିଷ୍ଟ କାଳ ଓ ନିବାସର ସୀମା ସ୍ଥିର କରିଅଛନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಮಾನ್ಸಾಕ್ ರಚುನ್ ದೆವಾನ್ ಹ್ಯಾ ಜಗಾರ್ ಮಾನ್ಸಾಂಚೊ ಕುಲ್ ಶುರು ಕರ್‍ಲ್ಯಾನ್, ಅನಿ ತೆನಿ ಖೈ ಕನ್ನಾ ಜಿವನ್ ಕರುಂಗೆತ್ ರಾವ್ಚೆ ಮನ್ತಲೆ ನಿರ್ಧಾರ್ ಕರ್‍ಲ್ಯಾನ್.