Acts 17:28 — Compare Translations
7 translations compared side by side
Odia - 1840
"'କାରଣ ଆମ୍ଭେ ତାହାଙ୍କ ସହିତ ବାସ କରୁ, ତାହାଙ୍କ ସହିତ ଗତି କରୁ ଓ ତାହାଙ୍କଠା ରେ ଆମ୍ଭର ଅସ୍ତିତ୍ବ ଅଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତାହାଙ୍କଠାରେ ଆମ୍ଭମାନଙ୍କର ଅସ୍ତି, ଗତି ଓ ସ୍ଥିତି, ଯେପରି ଆପଣମାନଙ୍କର ନିଜ କବିମାନଙ୍କ ମଧ୍ୟରୁ ସୁଦ୍ଧା କେତେକ କହିଅଛନ୍ତି, “କାରଣ ଆମ୍ଭେମାନେ ମଧ୍ୟ ତାହାଙ୍କ ବଂଶ ।”
Odia BSI (ପବିତ୍ର ବାଇବଲ (CL) NT (BSI))
ଏ ବିଷୟରେ କେହି ଜଣେ କହିଛନ୍ତି, “ତାଙ୍କଠାରେ ହିଁ ଆମ୍ଭମାନଙ୍କ ଜୀବନର ଅସ୍ତିତ୍ୱ, ଗତି ଓ ସ୍ଥିତି।” ତୁମ କବିମାନଙ୍କ ମଧ୍ୟରୁ କେତେକ କହିଛନ୍ତି, “ଆମେ ମଧ୍ୟ ତାଙ୍କର ସନ୍ତାନ।”
Odia Bible ERV 2004 (ପବିତ୍ର ବାଇବଲ)
‘କାରଣ ଆମ୍ଭେ ତାହାଙ୍କ ସହିତ ବାସ କରୁ, ତାହାଙ୍କ ସହିତ ଗତି କରୁ ଓ ତାହାଙ୍କଠାରେ ଆମ୍ଭର ଅସ୍ତିତ୍ୱ ଅଛି।’ତୁମ୍ଭମାନଙ୍କ ମଧ୍ୟରୁ କେତେକ କବି ମଧ୍ୟ ଏହା କହିଛନ୍ତି ଯେ,‘ଆମ୍ଭେମାନେ ତାହାଙ୍କର ସନ୍ତାନ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତାହାଙ୍କଠାରେ ଆମ୍ଭମାନଙ୍କର ଅସ୍ତି, ଗତି ଓ ସ୍ଥିତି, ଯେପରି ଆପଣମାନଙ୍କର ନିଜ କବିମାନଙ୍କ ମଧ୍ୟରୁ ସୁଦ୍ଧା କେତେକ କହିଅଛନ୍ତି, “କାରଣ ଆମ୍ଭେମାନେ ମଧ୍ୟ ତାହାଙ୍କ ବଂଶ।”
Odia IRV 2017 (ଓଡିଆ ବାଇବେଲ)
କାରଣ ତାହାଙ୍କଠାରେ ଆମ୍ଭମାନଙ୍କର ଅସ୍ତି, ଗତି ଓ ସ୍ଥିତି, ଯେପରି ଆପଣମାନଙ୍କର ନିଜ କବିମାନଙ୍କ ମଧ୍ୟରୁ ସୁଦ୍ଧା କେତେକ କହିଅଛନ୍ତି, "କାରଣ ଆମ୍ଭେମାନେ ମଧ୍ୟ ତାହାଙ୍କ ବଂଶ ।"
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ತೆಚ್ಯಾ ವಾಂಗ್ಡಾ ವಸ್ತಿ ಕರ್ತಾಂವ್, ಚಲ್ತಾಂವ್ ಅನಿ ಚಿಗರ್ತಾಂವ್, ತುಮ್ಚ್ಯಾತ್ಲ್ಯಾ ಉಲ್ಲ್ಯಾ ಗಿತಾ ಲಿವ್ತಲ್ಯಾ ಮಾನ್ಸಾನಿ ಅಮಿ ತೆಚಿ ಪೊರಾ ಮನುನ್ ಸಾಂಗ್ಲಾತ್.