Acts 17:3 — Compare Translations
7 translations compared side by side
Odia - 1840
"ସେ ପବିତ୍ର ବାକ୍ଯ ବୁଝଇେଲେ ଓ ସମାନଙ୍କେୁ ପ୍ରମାଣ ଦଇେ କହିଲେ ଯେ, ଖ୍ରୀଷ୍ଟଙ୍କର ଦୁଃଖ ଭୋଗ କରିବାର ଓ ମୃତ୍ଯୁରୁ ପୁନର୍ଜୀବିତ ହବୋର ଆବଶ୍ଯକତା ଥିଲା। ପାଉଲ କହିଲେ, ଏହି ଯୀଶୁ, ଯାହାଙ୍କ ବିଷୟ ରେ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଚ଼ାର କରୁଛି, ସେ ହେଉଛନ୍ତି ଖ୍ରୀଷ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଖ୍ରୀଷ୍ଟଙ୍କର ଯେ ମୃତ୍ୟୁଭୋଗ ଓ ମୃତମାନଙ୍କ ମଧ୍ୟରୁ ଉତ୍ଥାନ କରିବା ଆବଶ୍ୟକ ଥିଲା, ଆଉ ସେ ଯେଉଁ ଯୀଶୁଙ୍କୁ ସେମାନଙ୍କ ନିକଟରେ ଘୋଷଣା କରୁଅଛନ୍ତି, ସେ ଯେ ଖ୍ରୀଷ୍ଟ, ଏହାର ସ୍ପଷ୍ଟ ପ୍ରମାଣ ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଧର୍ମଶାସ୍ତ୍ର ଉଲ୍ଲେଖ ଓ ବ୍ୟାଖ୍ୟା କରି ପ୍ରମାଣ କଲେ ଯେ, ମସୀହଙ୍କର ଦୁଃଖଭୋଗ କରିବା ଓ ମୃତ୍ୟୁରୁ ଉତ୍ôଥତ ହେବା ଆବଶ୍ୟକ ଥିଲା। ପାଉଲ କହିଲେ, “ଯେଉଁ ଯୀଶୁଙ୍କ ବିଷୟ ମୁଁ ଘୋଷଣା କରିଛି, ସେ ସେହି ମସୀହ।”
Odia Bible ERV 2004 (ପବିତ୍ର ବାଇବଲ)
ସେ ପବିତ୍ର ବାକ୍ୟ ବୁଝେଇଲେ ଓ ସେମାନଙ୍କୁ ପ୍ରମାଣ ଦେଇ କହିଲେ ଯେ, ଖ୍ରୀଷ୍ଟଙ୍କର ଦୁଃଖ ଭୋଗ କରିବାର ଓ ମୃତ୍ୟୁରୁ ପୁନର୍ଜୀବିତ ହେବାର ଆବଶ୍ୟକତା ଥିଲା। ପାଉଲ କହିଲେ, “ଏହି ଯୀଶୁ, ଯାହାଙ୍କ ବିଷୟରେ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଗ୍ଭର କରୁଛି, ସେ ହେଉଛନ୍ତି ଖ୍ରୀଷ୍ଟ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଖ୍ରୀଷ୍ଟଙ୍କର ଯେ ଦୁଃଖଭୋଗ ଓ ମୃତମାନଙ୍କ ମଧ୍ୟରୁ ଉତ୍ଥାନ କରିବା ଆବଶ୍ୟକ ଥିଲା, ଆଉ ସେ ଯେଉଁ ଯୀଶୁଙ୍କୁ ସେମାନଙ୍କ ନିକଟରେ ଘୋଷଣା କରୁଅଛନ୍ତି, ସେ ଯେ ଖ୍ରୀଷ୍ଟ, ଏହାର ସ୍ପଷ୍ଟ ପ୍ରମାଣ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଖ୍ରୀଷ୍ଟଙ୍କର ଯେ ଦୁଃଖଭୋଗ ଓ ମୃତମାନଙ୍କ ମଧ୍ୟରୁ ଉତ୍ଥାନ କରିବା ଆବଶ୍ୟକ ଥିଲା, ଆଉ ସେ ଯେଉଁ ଯୀଶୁଙ୍କୁ ସେମାନଙ୍କ ନିକଟରେ ଘୋଷଣା କରୁଅଛନ୍ତି, ସେ ଯେ ଖ୍ରୀଷ୍ଟ,ଏହାର ସ୍ପଷ୍ଟ ପ୍ରମାଣ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಕ್ರಿಸ್ತ್ ಮರುನ್ ಸಮಾದಿತ್ನಾ ಝಿತ್ತೊ ಹೊವ್ನ್, ಯೆವ್ಕುಚ್ ಪಾಜೆ ಹೊಲ್ಲೆ, ಮಿಯಾ ಅತ್ತಾ ಸಾಂಗುಲ್ಲಾ, ಹ್ಯೊ ಜೆಜುಚ್ ಕ್ರಿಸ್ತ್” ಮನುನ್ ಪಾವ್ಲುನ್ ತೆಂಕಾ ಸಗ್ಳೆ ಸೊಡ್ಸುನ್ ಸಾಂಗ್ಲ್ಯಾನ್.