Acts 17:31 — Compare Translations

7 translations compared side by side

Odia - 1840
"ସେ ଜଣଙ୍କୁ ନ୍ଯାୟ ବିଚ଼ାର ପାଇଁ ନିୟୁକ୍ତି ଦଇେଛନ୍ତି। ସେ ଗୋଟିଏ ଦିନ ସ୍ଥିର କରିଛନ୍ତି, ଯେଉଁଦିନ ସହେି ସମଗ୍ର ବିଶ୍ବକୁ ତାହାଙ୍କ ଦ୍ବାରା ନ୍ଯାୟ ସହିତ ବିଚ଼ାର କରିବେ। ସେ ପ୍ରେତ୍ୟକକଙ୍କ ଆଗ ରେ ଯୀଶୁଙ୍କର ମୃତ୍ଯୁରୁ ବଞ୍ଚି ଉଠିବା କଥାର ପ୍ରମାଣ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେଉଁଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ଵାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏ ବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଗୋଟିଏ ଦିନ ନିରୂପଣ କରିଛନ୍ତି। ସେହିଦିନ ସେ ତାଙ୍କର ମନୋନୀତ ବ୍ୟକ୍ତିଙ୍କ ଦ୍ୱାରା ସମଗ୍ର ଜଗତର ନ୍ୟାୟ ବିଚାର କରିବେ। ସେହି ବ୍ୟକ୍ତିଙ୍କୁ ମୃତ୍ୟୁରୁ ପୁନରୁତ୍ôଥତ କରିବା ଦ୍ୱାରା ସେ ଏହି କଥାର ନିଶ୍ଚିତତା ସମସ୍ତଙ୍କୁ ଜଣାଇ ଅଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ସେ ଜଣଙ୍କୁ ନ୍ୟାୟ ବିଗ୍ଭର ପାଇଁ ନିଯୁକ୍ତି ଦେଇଛନ୍ତି। ସେ ଗୋଟିଏ ଦିନ ସ୍ଥିର କରିଛନ୍ତି, ଯେଉଁଦିନ ସେହି ସମଗ୍ର ବିଶ୍ୱକୁ ତାହାଙ୍କ ଦ୍ୱାରା ନ୍ୟାୟ ସହିତ ବିଗ୍ଭର କରିବେ। ସେ ପ୍ରତ୍ୟେକଙ୍କ ଆଗରେ ଯୀଶୁଙ୍କର ମୃତ୍ୟୁରୁ ବଞ୍ଚି ଉଠିବା କଥାର ପ୍ରମାଣ ଦେଇଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେଉଁ ଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ୱାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏହି ବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେଉଁ ଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ୱାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಗಾತ್ಲ್ಯಾ ಹರ್ ಎಕ್ಲ್ಯಾಕ್ಬಿ ಝಡ್ತಿ ಕರುಕ್ ಮನುನ್ ದೆವಾನ್ ದಿಸ್ ವಳಕ್ ಕರುನ್ ಥವಲ್ಲೊ ಹಾಯ್, ತ್ಯಾ ದಿಸಾ ಝಡ್ತಿ ಕರುಕ್ ಮನುನ್ ತೆನಿ ಲೈ ಯೆಳಾಚ್ಯಾ ಅದ್ದಿಚ್ ಎಕ್ ಮಾನ್ಸಾಕ್ ಎಚುನ್ ಘೆಟಲ್ಲೆ ಹಾಯ್, ತೆ ಖರೆ ಕರುಕ್ ಸಾಟ್ನಿ ತೆಕಾ ಮರ್ನಾಕ್ನಾ ಝಿತ್ತೊ ಕರುನ್ ಉಟ್ವುಲ್ಯಾನ್.