Acts 17:32 — Compare Translations

7 translations compared side by side

Odia - 1840
"ଯେତବେେଳେ ସମାନେେ ଯୀଶୁ ମୃତ୍ଯୁରୁ ପୁନର୍ଜୀବିତ ହାଇେଥିବା ବିଷୟ ରେ ଶୁଣିଲେ, ସମାନଙ୍କେ ଭିତରୁ କେତଜେଣ ତାହାଙ୍କୁ ଉପହାସ କଲେ। ଆଉ କେତକେ କହିଲେ, ଆମ୍ଭେ ପରେ ଏ ବିଷୟ ରେ ତୁମ୍ଭଠାରୁ ଶୁଣିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାଉଲଙ୍କଠାରୁ ମୃତ୍ୟୁରୁ ପୁନରୁତ୍ଥାନ ବିଷୟ ଶୁଣି ସେମାନଙ୍କ ମଧ୍ୟରୁ କେତେକ ତାଙ୍କୁ ପରିହାସ କଲେ, କିନ୍ତୁ ଅନ୍ୟମାନେ କହିଲେ, “ଆପଣଙ୍କଠାରୁ ଏ ବିଷୟରେ ଆମେ ଆଉ ଥରେ ଶୁଣିବାକୁ ଚାହୁଁ।”
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସେମାନେ ଯୀଶୁ ମୃତ୍ୟୁରୁ ପୁନର୍ଜୀବିତ ହୋଇଥିବା ବିଷୟରେ ଶୁଣିଲେ, ସେମାନଙ୍କ ଭିତରୁ କେତେଜଣ ତାହାଙ୍କୁ ଉପହାସ କଲେ। ଆଉ କେତେକ କହିଲେ, “ଆମ୍ଭେ ପରେ ଏ ବିଷୟରେ ତୁମ୍ଭଠାରୁ ଶୁଣିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା।
Odia IRV 2017 (ଓଡିଆ ବାଇବେଲ)
ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಲೊಕಾತ್ನಿ ಉಲ್ಲ್ಯಾನಿ ಜೆಜು ಮರ್ನಾಕ್ನಾ ಝಿತ್ತೊ ಹೊವ್ನ್ ಉಟುನ್ ಯೆಲಾ ಮನ್ತಲಿ ವಿಶಯ್ ಆಯ್ಕುನ್ ಯೆಡ್ವುಲ್ಯಾನಿ, ಅನಿ ಉಲ್ಲ್ಯಾನಿ ಹ್ಯಾ ವಿಶಯಾತ್ ಅನಿ ಎಗ್ದಾ ಸಾಂಗುಚೆ ತನ್ನಾ ಅಮಿ ಆಯಿಕ್ತಾಂವ್ ಮನುನ್ ಸಾಂಗ್ಲ್ಯಾನಿ.