Acts 17:34 — Compare Translations

7 translations compared side by side

Odia - 1840
"କେତକେ ଲୋକ ପାଉଲଙ୍କ ସହିତ ୟୋଗଦାନ କଲେ ଓ ବିଶ୍ବାସ କଲେ। ସମାନଙ୍କେ ଭିତ ରେ ଆରୟପାଗୀୟ ସଭାର ସଦସ୍ଯ ଦିୟନୁସିୟ ଓ ଦାମାରି ନାମକ ଜଣେ ସ୍ତ୍ରୀ ଲୋକ ଓ ଅନ୍ୟମାନେ ମଧ୍ଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ କୌଣସି କୌଣସି ଲୋକ ତାଙ୍କ ସପକ୍ଷ ହୋଇ ବିଶ୍ଵାସ କଲେ; ସେମାନଙ୍କ ମଧ୍ୟରେ ଆରୟ-ପାଗୀୟ ଦୀୟନୂସୀୟ, ଦାମାରି ନାମ୍ନୀ ଜଣେ ମହିଳା ଓ ସେମାନଙ୍କ ସହିତ ଆଉ କେତେକ ଲୋକ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଡାୟୋନିସିଅସ୍ ନାମକ ପୌର ସଭାର ଜଣେ ସଦସ୍ୟ, ଦାମାରୀ ନାମ୍ନୀ ଜଣେ ମହିଳା ଓ ଆଉ କେତେକ ଲୋକ ବିଶ୍ୱାସ କଲେ ଏବଂ ତାଙ୍କ ସହିତ ଯୋଗ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
କେତେକ ଲୋକ ପାଉଲଙ୍କ ସହିତ ଯୋଗଦାନ କଲେ ଓ ବିଶ୍ୱାସ କଲେ। ସେମାନଙ୍କ ଭିତରେ ଆରୟପାଗୀୟ ସଭାର ସଦସ୍ୟ ଦିୟସୂସିୟ ଓ ଦାମାରି ନାମକ ଜଣେ ସ୍ତ୍ରୀଲୋକ ଓ ଅନ୍ୟମାନେ ମଧ୍ୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ କୌଣସି କୌଣସି ଲୋକ ତାହାଙ୍କ ସପକ୍ଷ ହୋଇ ବିଶ୍ୱାସ କଲେ; ସେମାନଙ୍କ ମଧ୍ୟରେ ଏରିୟପାଗୀୟ ଦିୟନୂସୀୟ, ଦାମାରି ନାମ୍ନୀ ଜଣେ ମହିଳା ସେମାନଙ୍କ ସହିତ ଆଉ କେତେକ ଲୋକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ କୌଣସି କୌଣସି ଲୋକ ତାହାଙ୍କ ସପକ୍ଷ ହୋଇ ବିଶ୍ୱାସ କଲେ; ସେମାନଙ୍କ ମଧ୍ୟରେ ଏରିୟପାଗୀୟ ଦିୟନୂସୀୟ, ଦାମାରି ନାମ୍ନୀ ଜଣେ ମହିଳା ସେମାନଙ୍କ ସହିତ ଆଉ କେତେକ ଲୋକ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತ್ಯಾ ಲೊಕಾತ್ನಿ ಉಲ್ಲ್ಯಾನಿ ಪಾವ್ಲುಚೆರ್ ವಿಶ್ವಾಸ್ ಕರುನ್ ತೆಕಾ ಆಪ್ನಾಚ್ಯಾ ತಾಂಡ್ಯಾಕ್ ಮಿಳ್ವುನ್ ಘೆಟ್ಲ್ಯಾನಿ, ವಿಶ್ವಾಸ್ ಕರಲ್ಲ್ಯಾ ಲೊಕಾತ್ನಿ ಅರಿಯೊಪಾಗ್ ಮನ್ತಲ್ಯಾ ಝಡ್ತಿ ಕರ್‍ತಲ್ಯಾ ತಾಂಡ್ಯಾಚಿ ದಿಯೊನಿಸಿಯಾ ದಮಾರಿ ಮನ್ತಲಿ ಬಾಯ್ಕೊಮಾನುಸ್‍ ಅನಿ ಹುರಲ್ಲಿ ಲೊಕಾ ಹೊತ್ತಿ.