Acts 17:4 — Compare Translations
7 translations compared side by side
Odia - 1840
"ସମାନଙ୍କେ ମଧ୍ଯରୁ କେତକେ ଲୋକ ପରିବର୍ତ୍ତିତ ହେଲ, ଏବଂ ପାଉଲ ଓ ଶୀଲାଙ୍କ ସହିତ ଯୋଗ ଦେଲେ। ସତ୍ଯ ପରମେଶ୍ବରଙ୍କୁ ପୂଜା କରୁଥିବା ଅନକେ ଗ୍ରୀକ୍ ଲୋକ ଓ ଅନକେ ପ୍ରଭାବଶାଳୀ ସ୍ତ୍ରୀମାନେ ମଧ୍ଯ ସମାନଙ୍କେ ସହିତ ୟୋଗ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନଙ୍କ ମଧ୍ୟରୁ କେତେକ ଜଣ ବିଶ୍ଵାସ କରି ପାଉଲ ଓ ଶୀଲାଙ୍କ ସହିତ ଯୋଗ ଦେଲେ; ପୁଣି, ଯିହୁଦୀମତାବଲମ୍ଵୀ ଗ୍ରୀକ୍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ଓ ଅନେକ ଭଦ୍ର ମହିଳା ସେମାନଙ୍କ ସହିତ ଯୋଗ ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କ ମଧ୍ୟରୁ କେତେକ ଏହା ହୃଦୟଙ୍ଗମ କରି ପାଉଲ ଓ ଶୀଲାଙ୍କ ସହିତ ଯୋଗ ଦେଲେ; ସେହିପରି ଅନେକ ଗଣ୍ୟମାନ୍ୟ ମହିଳା ଓ ଈଶ୍ୱରଙ୍କ ଉପାସନାକାରୀ ଗ୍ରୀକ୍ମାନଙ୍କର ଏକ ବଡ଼ ଦଳ ମଧ୍ୟ ସେମାନଙ୍କ ସହିତ ଯୋଗ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ମଧ୍ୟରୁ କେତେକ ଲୋକ ପରିବର୍ତ୍ତିତ ହେଲେ, ଏବଂ ପାଉଲ ଓ ଶୀଲାଙ୍କ ସହିତ ଯୋଗ ଦେଲେ। ସତ୍ୟ ପରମେଶ୍ୱରଙ୍କୁ ପୂଜା କରୁଥିବା ଅନେକ ଗ୍ରୀକ୍ ଲୋକ ଓ ଅନେକ ପ୍ରଭାବଶାଳୀ ସ୍ତ୍ରୀମାନେ ମଧ୍ୟ ସେମାନଙ୍କ ସହିତ ଯୋଗଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନଙ୍କ ମଧ୍ୟରୁ କେତେକ ଜଣ ବିଶ୍ୱାସ କରି ପାଉଲ ଓ ଶୀଲାଙ୍କ ସହିତ ଯୋଗ ଦେଲେ; ପୁଣି, ଯିହୁଦୀମତାବଲମ୍ବୀ ଗ୍ରୀକ୍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ଓ ଅନେକ ଭଦ୍ର ମହିଳା ସେମାନଙ୍କ ସହିତ ଯୋଗ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନଙ୍କ ମଧ୍ୟରୁ କେତେକ ଜଣ ବିଶ୍ୱାସ କରି ପାଉଲ ଓ ଶୀଲାଙ୍କ ସହିତ ଯୋଗ ଦେଲେ; ପୁଣି, ଯିହୂଦୀମତାବଲମ୍ବୀ ଗ୍ରୀକ୍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ଓ ଅନେକ ଭଦ୍ର ମହିଳା ସେମାନଙ୍କ ସହିତ ଯୋଗ ଦେଲେ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ಖರ್ಯ್ಯಾ ದೆವಾಕ್ ಪ್ರೆಮ್ ಕರ್ತಲಿ ಗ್ರಿಕಾಂಚಿ ಉಲ್ಲಿ ಲೊಕಾ ಉಲ್ಲಿ ಪ್ರಮುಖ್ಯ್ ಬಾಯ್ಕಾಮಾನ್ಸಾ ಹೊತ್ತಿ, ತೆನಿ ಮನ್ ಪರ್ತುನ್ ಪಾವ್ಲು ಅನಿ ಸಿಲಾಸಾಚ್ಯಾ ತಾಂಡ್ಯಾಕ್ ಮಿಳ್ಯಾನಿ.