Acts 17:6 — Compare Translations

7 translations compared side by side

Odia - 1840
"ସମାନେେ ତାହାଙ୍କୁ ନ ପାଇ ଯାସୋନ ଓ କେତକେ ଭାଇମାନଙ୍କୁ ନଗରକର୍ତ୍ତାମାନଙ୍କ ନିକଟକୁ ଟାଣି ନେଲେ। ସମାନେେ ପାଟି କରି କହିଲେ, ଏହି ଲୋକମାନେ ସାରା ଜଗତ ରେ ଭୟଙ୍କର ଅରାଜକତା ସୃଷ୍ଟି କରୁଛନ୍ତି। ସମାନେେ ବର୍ତ୍ତମାନ ଏଠାକୁ ମଧ୍ଯ ଆସିଲଣେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନଙ୍କୁ ନ ପାଇବାରୁ ସେମାନେ ଯାସୋନ ଓ କେତେକ ଭାଇଙ୍କୁ ନଗରର ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣିଆଣି ଉଚ୍ଚସ୍ଵରରେ ଡାକି କହିଲେ, ଏ ଯେଉଁ ଲୋକଗୁଡ଼ାକ ଜଗତକୁ ଓଲଟପାଲଟ କରିପକାଇଲେଣି, ସେମାନେ ଏଠାକୁ ମଧ୍ୟ ଆସିଅଛନ୍ତି; ସେମାନଙ୍କୁ ଯାସୋନ ଗ୍ରହଣ କରିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସେଠାରେ ପାଉଲ ଓ ଶୀଲାଙ୍କୁ ନ ପାଇ, ସେମାନେ ଯେସନ୍ ଓ ଅନ୍ୟ କେତେକ ବିଶ୍ୱାସୀମାନଙ୍କୁ ନଗରର କର୍ତ୍ତୃପକ୍ଷମାନଙ୍କ ନିକଟକୁ ଟାଣି ନେଇ ଚିକ୍ରାର କରି କହିଲେ, “ଏହି ଲୋକମାନେ ଚାରିଆଡ଼େ ଗଣ୍ଡଗୋଳ କରୁଛନ୍ତି! ବର୍ତ୍ତମାନ ସେମାନେ ଆମ ନଗରକୁ ଆସିଛନ୍ତି ଓ
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତାହାଙ୍କୁ ନ ପାଇ ଯାସୋନ ଓ କେତେକ ଭାଇମାନଙ୍କୁ ନଗରକର୍ତ୍ତାମାନଙ୍କ ନିକଟକୁ ଟାଣି ନେଲେ। ସେମାନେ ପାଟି କରି କହିଲେ, “ଏହି ଲୋକମାନେ ସାରା ଜଗତରେ ଭୟଙ୍କର ଅରାଜକତା ସୃଷ୍ଟି କରୁଛନ୍ତି। ସେମାନେ ବର୍ତ୍ତମାନ ଏଠାକୁ ମଧ୍ୟ ଆସିଲେଣି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନଙ୍କୁ ନ ପାଇବାରୁ ସେମାନେ ଯାସୋନ ଓ କେତେକ ବିଶ୍ୱାସୀ ଭାଇମାନଙ୍କୁ ନଗରର ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣିଆଣି ଉଚ୍ଚସ୍ୱରରେ ଡାକି କହିଲେ, ଏ ଯେଉଁ ଲୋକଗୁଡ଼ାକ ଜଗତକୁ ଓଲଟପାଲଟ କରିପକାଇଲେଣି, ସେମାନେ ଏଠାକୁ ମଧ୍ୟ ଆସିଅଛନ୍ତି; ସେମାନଙ୍କୁ ଯାସୋନ ଗ୍ରହଣ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନଙ୍କୁ ନ ପାଇବାରୁ ସେମାନେ ଯାସୋନ ଓ କେତେକ ବିଶ୍ୱାସୀ ଭାଇମାନଙ୍କୁ ନଗରର ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣିଆଣି ଉଚ୍ଚସ୍ୱରରେ ଡାକି କହିଲେ, ଏ ଯେଉଁ ଲୋକଗୁଡ଼ାକ ଜଗତକୁ ଓଲଟପାଲଟ କରି ପକାଇଲେଣି, ସେମାନେ ଏଠାକୁ ମଧ୍ୟ ଆସିଅଛନ୍ତି; ସେମାନଙ୍କୁ ଯାସୋନ ଗ୍ରହଣ କରିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಕಾ ಥೈ ಪಾವ್ಲು ಅನಿ ಸಿಲಾಸ್ ದಿಸಿನಸಲ್ಲ್ಯಾ ತನ್ನಾ, ತೆನಿ ಯೊಸಾನಾಕ್ ಅನಿ ಥೊಡ್ಯಾ ದೆವಾಚ್ಯಾ ಲೊಕಾಕ್ನಿ ಶಾರಾಚ್ಯಾ ಅಧಿಕಾರಿಚ್ಯಾ ಫಿಡೆ ವಡುನ್ ಹಾನುನ್ ಹಿ ಲೊಕಾ ಜಗಾತ್ ಸಗ್ಳ್ಯಾಕ್ಡೆ ಬಿ ಧಾಂದಲ್ ಉಟ್ವುನ್ ಅತ್ತಾ ಹಿತ್ತೆಬಿ ಯೆಲಾತ್.