Acts 17:7 — Compare Translations
7 translations compared side by side
Odia - 1840
"ଯାସୋନ ସହେିମାନଙ୍କୁ ଆଣି ନିଜ ଘ ରେ ରଖିଛି। ଯୀଶୁ ନାମ ରେ ଯେ ଆଉ ଜଣେ ରାଜା ଅଛି, ଏହା କହି ସମାନେେ ସମସ୍ତେ ଦାବୀ କରି କାଇସରଙ୍କ ନିୟମର ବିରୁଦ୍ଧାଚ଼ରଣ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ନାମରେ ଆଉ ଜଣେ ରାଜା ଅଛି ବୋଲି କହି ଏମାନେ ସମସ୍ତେ କାଇସରଙ୍କ ଆଜ୍ଞାର ବିରୁଦ୍ଧାଚରଣ କରୁଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେସନ୍ ସେମାନଙ୍କୁ ତା’ ଘରେ ରଖିଛି। ଯୀଶୁ ନାମରେ ଆଉ ଜଣେ ରାଜା ଅଛନ୍ତି ବୋଲି କହି ସେମାନେ ସମ୍ରାଟଙ୍କ ସମସ୍ତ ନିୟମ ଲଙ୍ଘନ କରୁଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ଯାସୋନ ସେହିମାନଙ୍କୁ ଆଣି ନିଜ ଘରେ ରଖିଛି। ଯୀଶୁ ନାମରେ ଯେ ଆଉ ଜଣେ ରାଜା ଅଛି, ଏହା କହି ସେମାନେ ସମସ୍ତେ ଦାବୀ କରି କାଇସରଙ୍କ ନିୟମର ବିରୁଦ୍ଧାଚରଣ କରୁଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ନାମରେ ଆଉ ଜଣେ ରାଜା ଅଛି ବୋଲି କହି ଏମାନେ ସମସ୍ତେ କାଇସରଙ୍କ ଆଜ୍ଞାର ବିରୁଦ୍ଧାଚରଣ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ନାମରେ ଆଉ ଜଣେ ରାଜା ଅଛି ବୋଲି କହି ଏମାନେ ସମସ୍ତେ କାଇସରଙ୍କ ଆଜ୍ଞାର ବିରୁଦ୍ଧାଚରଣ କରୁଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಯೊಸೊನಾನ್ ತೆಂಕಾ ಅಪ್ಲ್ಯಾ ಘರಾತ್ ಥವ್ನ್ ಘೆಟ್ಲಾ, ಹೆನಿ ಸಗ್ಳ್ಯಾನಿ ಸಿಸರಾ ಮನ್ತಲ್ಯಾಚೆ ಖಾಯ್ದೆ ಆಯ್ಕಿನಾ ಹೊಲಾತ್, ಅನಿ ಜೆಜು ಮನ್ತಲೊ ಅನಿ ಎಕ್ ರಾಜಾ ಹಾಯ್ ಮನುನ್ ಸಾಂಗ್ತಾತ್, ಮನುನ್ ಬೊಬ್ ಮಾರ್ಲ್ಯಾನಿ.