Acts 17:8 — Compare Translations
7 translations compared side by side
Odia - 1840
"ଜନସମୂହ ଓ ନଗରର ଶାସନକର୍ତ୍ତାମାନେ ସମାନଙ୍କେ କଥା ଶୁଣି ବିଚ଼ଳିତ ହାଇପେଡ଼ିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ଏହି କଥା ଶୁଣି ଲୋକସମୂହ ଓ ନଗରର ଶାସନକର୍ତ୍ତାମାନେ ଉଦ୍ବିଗ୍ନ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି କଥା କହି ସେମାନେ ଜନତା ଓ କର୍ତ୍ତୃପକ୍ଷଙ୍କ ମଧ୍ୟରେ ପ୍ରବଳ ଉତ୍ତେଜନା ଓ ଗଣ୍ଡଗୋଳ ସୃଷ୍ଟି କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଜନସମୂହ ଓ ନଗରର ଶାସନକର୍ତ୍ତାମାନେ ସେମାନଙ୍କ କଥା ଶୁଣି ବିଚଳିତ ହୋଇ ପଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ଏହି କଥା ଶୁଣି ଲୋକସମୂହ ଓ ନଗରର ଶାସନକର୍ତ୍ତାମାନେ ବିଚଳିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ଏହି କଥା ଶୁଣି ଲୋକସମୂହ ଓ ନଗରର ଶାସନକର୍ତ୍ତାମାନେ ବିଚଳିତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಂಗ್ತಿಯಾ ಆಯ್ಕಾಲ್ಲ್ಯಾ ತನ್ನಾ, ಶಾರಾಚಿ ಅಧಿಕಾರಿ ಅನಿ ಹುರಲ್ಲಿ ಲೊಕಾ ಲೈ ಕಂಗಾಲ್ ಹೊಲಿ.