Acts 17:9 — Compare Translations

7 translations compared side by side

Odia - 1840
"ପରେ ସମାନେେ ଯାସୋନ ଓ ଅନ୍ୟମାନଙ୍କ ଠାରୁ ଜାମିନ ନଇେ ଛାଡ଼ି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେମାନେ ଯାସୋନ ଓ ତାଙ୍କ ସଙ୍ଗୀମାନଙ୍କ-ଠାରୁ ଜାମିନ୍ ନେଇ ସେମାନଙ୍କୁ ଛାଡ଼ିଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କର୍ତ୍ତୃପକ୍ଷମାନେ ଯେସନ୍ ଓ ବିଶ୍ୱାସୀମାନଙ୍କଠାରୁ ଅର୍ଥ ନେଇ ସେମାନଙ୍କୁ ଜାମିନ୍ରେ ଛାଡ଼ି ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ପରେ ସେମାନେ ଯାସୋନ ଓ ଅନ୍ୟମାନଙ୍କଠାରୁ ଜାମିନ ନେଇ ଛାଡ଼ି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେମାନେ ଯାସୋନ ଓ ତାହାଙ୍କ ସଙ୍ଗୀମାନଙ୍କଠାରୁ ଜାମିନ୍ ନେଇ ସେମାନଙ୍କୁ ଛାଡ଼ିଦେଲେ।
Odia IRV 2017 (ଓଡିଆ ବାଇବେଲ)
ପରେ ସେମାନେ ଯାସୋନ ଓ ତାହାଙ୍କ ସଙ୍ଗୀମାନଙ୍କଠାରୁ ଜାମିନ୍ ନେଇ ସେମାନଙ୍କୁ ଛାଡ଼ି ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಯೊಸೊನಾಕ್ನಾ ಅನಿ ಹುರಲ್ಲ್ಯಾ ವಿಸ್ವಾಸಿ ಲೊಕಾಂಚ್ಯಾಕ್ನಾ ಜಾಮಿನ್ ಘೆವ್ನ್ ತೆಂಕಾ ಸುಟ್ಕಾ ಕರ್‍ಲ್ಯಾನಿ.