Acts 18:1 — Compare Translations
7 translations compared side by side
Odia - 1840
"ପାଉଲ କରିନ୍ଥୀ ରେ ପାଉଲ ଆଥୀନୀ ନଗର ଛାଡ଼ି କରିନ୍ଥ ନଗରକୁ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସମସ୍ତ ଘଟଣା ପରେ ସେ ଆଥୀନୀରୁ ପ୍ରସ୍ଥାନ କରି କରିନ୍ଥକୁ ଆସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାପରେ ପାଉଲ ଆଥେନ୍ସ୍ ଛାଡ଼ି କରିନ୍ଥକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ କରିନ୍ଥୀରେ ପାଉଲ ଆଥୀନୀ ନଗର ଛାଡ଼ି କରିନ୍ଥ ନଗରକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମସ୍ତ ଘଟଣା ପରେ ପାଉଲ ଆଥିନୀ ସହରରୁ ପ୍ରସ୍ଥାନ କରି କରିନ୍ଥ ସହରକୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ସମସ୍ତ ଘଟଣା ପରେ ପାଉଲ ଆଥିନୀରୁ ପ୍ରସ୍ଥାନ କରି କରିନ୍ଥକୁ ଆସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಪಾವ್ಲು ಅಥೆನ್ಸ್ ಸೊಡುನ್ ಕೊರಿಂಥಾ ಮನ್ತಲ್ಯಾ ಶಾರಾಕ್ ಗೆಲೊ.