Acts 18:10 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭ ସହିତ ଅଛି। କହେି ତୁମ୍ଭର କିଛି କ୍ଷତି କରିବେ ନାହିଁ। ମାରେ ଅନକେ ଲୋକ ଏ ନଗର ରେ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୌଣସି ଲୋକ ତୁମ୍ଭର କ୍ଷତି କରିବାକୁ ତୁମ୍ଭକୁ ଆକ୍ରମଣ କରିବ ନାହିଁ, ଯେଣୁ ଆମ୍ଭର ଅନେକ ଲୋକ ଏହି ନଗରରେ ଅଛନ୍ତି ।”
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ମୁଁ ତୁମ ସଙ୍ଗେ ସଙ୍ଗେ ଅଛି। କେହି ତୁମର କ୍ଷତି କରିପାରିବ ନାହିଁ, କାରଣ ଏହି ନଗରରେ ମୋର ଅନେକ ଲୋକ ଅଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭ ସହିତ ଅଛି। କେହି ତୁମ୍ଭର କିଛି କ୍ଷତି କରିବେ ନାହିଁ। ମୋର ଅନେକ ଲୋକ ଏ ନଗରରେ ଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେ ତୁମ୍ଭ ସାଙ୍ଗରେ ଅଛୁ, କୌଣସି ଲୋକ ତୁମ୍ଭର କ୍ଷତି କରିବାକୁ ତୁମ୍ଭକୁ ଆକ୍ରମଣ କରିବ ନାହିଁ, ଯେଣୁ ଆମ୍ଭର ଅନେକ ଲୋକ ଏହି ନଗରରେ ଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେ ତୁମ୍ଭ ସାଙ୍ଗରେ ଅଛୁ, କୌଣସି ଲୋକ ତୁମ୍ଭର କ୍ଷତି କରିବାକୁ ତୁମ୍ଭକୁ ଆକ୍ରମଣ କରିବ ନାହିଁ, ଯେଣୁ ଆମ୍ଭର ଅନେକ ଲୋକ ଏହି ନଗରରେ ଅଛନ୍ତି ।"
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಮಿಯಾಚ್ ತುಜ್ಯಾ ವಾಂಗ್ಡಾ ಹಾಯ್ ತುಕಾ ಬುರ್ಶೆ ಕರುಕ್ ಕೊನಾಚ್ಯಾನ್ ಬಿ ಹೊಯ್ನಾ, ಮಾಜಿ ಉಲ್ಲಿ ಲೊಕಾ ಹ್ಯಾ ಶಾರಾತ್ ಹಾತ್, ಮನುನ್ ಸಾಂಗ್ಲ್ಯಾನ್.