Acts 18:11 — Compare Translations

7 translations compared side by side

Odia - 1840
"ତେଣୁ ପାଉଲ ସଠାେରେ ଦେଢ଼ ବର୍ଷ ପର୍ୟ୍ଯନ୍ତ ରହିଲେ ଓ ସମାନଙ୍କେୁ ପରମେଶ୍ବରଙ୍କ ସୁସମାଚ଼ାର ବିଷୟ ରେ ଉପଦେଶ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସେମାନଙ୍କ ନିକଟରେ ଈଶ୍ଵରଙ୍କ ବାକ୍ୟ ଶିକ୍ଷା ଦେଇ ଦେଢ଼ ବର୍ଷ ସେଠାରେ ବାସ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ପାଉଲ ସେଠାରେ ଈଶ୍ୱରଙ୍କ ବାକ୍ୟ ବିଷୟରେ ଶିକ୍ଷା ଦେଇ ଦେଢ଼ ବର୍ଷ ରହିଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପାଉଲ ସେଠାରେ ଦେଢ଼ ବର୍ଷ ପର୍ଯ୍ୟନ୍ତ ରହିଲେ ଓ ସେମାନଙ୍କୁ ପରମେଶ୍ୱରଙ୍କ ସୁସମାଗ୍ଭର ବିଷୟରେ ଉପଦେଶ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେମାନଙ୍କ ନିକଟରେ ଈଶ୍ବରଙ୍କ ବାକ୍ୟ ଶିକ୍ଷା ଦେଇ ଦେଢ଼ବର୍ଷ ସେଠାରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସେମାନଙ୍କ ନିକଟରେ ଈଶ୍ୱରଙ୍କ ବାକ୍ୟ ଶିକ୍ଷା ଦେଇ ଦେଢ଼ବର୍ଷ ସେଠାରେ ବାସ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲುನ್ ದೆವಾಚಿ ಖರಿ ಖಬರ್ ಲೊಕಾಕ್ನಿ ಶಿಕಾಪಾ ಕರುನ್ಗೆತ್ ಥೈ ದಿಡ್ ವರಿಸ್ ಪತರ್ ಹೊತ್ತೊ.