Acts 18:12 — Compare Translations
7 translations compared side by side
Odia - 1840
"ଗାଲ୍ଲିଯୋନ୍ ଆଖାଯାର ରାଜ୍ଯପାଳ ହେଲେ। ସେ ସମୟରେ ଯିହୂଦୀୟମାନେ ମିଳିତ ଭାବରେ ଚେ଼ଷ୍ଟା କରି ପାଉଲଙ୍କୁ ଆକ୍ରମଣ କଲେ। ସମାନେେ ତାହାଙ୍କୁ ଅଦାଲତାକୁ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଗାଲ୍ଲିୟୋନ୍ ଆଖାୟାର ଶାସନକର୍ତ୍ତା ଥିବା ସମୟରେ ଯିହୁଦୀମାନେ ପାଉଲଙ୍କ ବିରୁଦ୍ଧରେ ଏକମତ ହୋଇଉଠି ତାଙ୍କୁ ବିଚାରାସନ ଛାମୁକୁ ଘେନିଆସି କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଗାଲିୟୋ ଆଖାୟାର ରୋମୀୟ ଶାସକ ଥିବା ସମୟରେ, ଇହୁଦୀମାନେ ଏକତ୍ରିତ ହୋଇ ପାଉଲଙ୍କୁ ଧରି ବିଚାରାଳୟକୁ ନେଲେ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲଙ୍କୁ ଗାଲ୍ଲିୟୋନଙ୍କ ସମ୍ମୁଖକୁ ଅଣା ଯିବା ଗାଲ୍ଲିୟୋନ୍ ଆଖାୟାର ରାଜ୍ୟପାଳ ହେଲେ। ସେ ସମୟରେ ଯିହୂଦୀୟମାନେ ମିଳିତ ଭାବରେ ଚେଷ୍ଟା କରି ପାଉଲଙ୍କୁ ଆକ୍ରମଣ କଲେ। ସେମାନେ ତାହାଙ୍କୁ ଅଦାଲତକୁ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଗାଲ୍ଲିୟୋନ୍ ଆଖାୟା ଅଞ୍ଚଳର ଶାସନକର୍ତ୍ତା ଥିବା ସମୟରେ ଯିହୁଦୀମାନେ ପାଉଲଙ୍କ ବିରୁଦ୍ଧରେ ଏକମତ ହୋଇ ଉଠି ତାହାଙ୍କୁ ବିଚାରାସନ ଛାମୁକୁ ଘେନିଆସି କହିଲେ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଗାଲ୍ଲିୟୋନ୍ ଆଖାୟାର ଶାସନକର୍ତ୍ତା ଥିବା ସମୟରେ ଯିହୂଦୀମାନେ ପାଉଲଙ୍କ ବିରୁଦ୍ଧରେ ଏକମତ ହୋଇ ଉଠି ତାହାଙ୍କୁ ବିଚାରାସନ ଛାମୁକୁ ଘେନିଆସି କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಖಾಯಾ ಮನ್ತಲ್ಯಾ ಶಾರಾತ್ ಗಲ್ಲಿಯೊನ್ ಮನ್ತಲ್ಲೊ ರೊಮ್ ಸಾಮ್ರಾಜ್ಯಾಚೊ ಅದಿಕಾರಿ ಹೊಲ್ಲ್ಯಾ ತನ್ನಾ ಥೊಡಿ ಜುದೆವಾಂಚಿ ಲೊಕಾ ಪಾವ್ಲುಚ್ಯಾ ವಿರೊಧ್ ಗೊಳಾ ಹೊವ್ನ್ ತೆನಿ ಪಾವ್ಲುಕ್ ಧರುನ್ ಝಡ್ತಿ ಕರ್ತಲ್ಲ್ಯಾ ಜಾಗ್ಯಾತ್ ಬಲ್ವುನ್ ನೆಲ್ಲ್ಯಾನಿ.