Acts 18:13 — Compare Translations
7 translations compared side by side
Odia - 1840
"ସମାନେେ କହିଲେ, ଏହି ଲୋକ ଯେଉଁ ଉପାୟ ରେ ପରମେଶ୍ବରଙ୍କ ଉପାସନା କରିବାପାଇଁ ଲୋକମାନଙ୍କୁ ମତାଇ ଅଛି, ତାହା ଆମ୍ଭ ବ୍ଯବସ୍ଥାର ବିରୁଦ୍ଧ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଲୋକଟା ବ୍ୟବସ୍ଥାର ବିପରୀତ ଭାବରେ ଈଶ୍ଵରଙ୍କ ଉପାସନା କରିବାକୁ ଲୋକମାନଙ୍କୁ ପ୍ରବର୍ତ୍ତାଉ ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ କହିଲେ, “ଏହି ଲୋକ ଆମ ବ୍ୟବସ୍ଥା ବିରୁଦ୍ଧ ରୀତିରେ ଈଶ୍ୱରଙ୍କ ଉପାସନା କରିବାକୁ ଲୋକମାନଙ୍କୁ ପ୍ରବର୍ତ୍ତାଉଛି।”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କହିଲେ, “ଏହି ଲୋକ ଯେଉଁ ଉପାୟରେ ପରମେଶ୍ୱରଙ୍କ ଉପାସନା କରିବା ପାଇଁ ଲୋକମାନଙ୍କୁ ମତାଇ ଅଛି, ତାହା ଆମ୍ଭ ବ୍ୟବସ୍ଥାର ବିରୁଦ୍ଧ ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଲୋକଟା ବ୍ୟବସ୍ଥାର ବିପରୀତ ଭାବରେ ଈଶ୍ବରଙ୍କ ଉପାସନା କରିବାକୁ ଲୋକମାନଙ୍କୁ ବାଧ୍ୟ କରେ।
Odia IRV 2017 (ଓଡିଆ ବାଇବେଲ)
ଏହି ଲୋକଟା ମୋଶାଙ୍କ ବ୍ୟବସ୍ଥାର ବିପରୀତ ଭାବରେ ଈଶ୍ୱରଙ୍କ ଉପାସନା କରିବାକୁ ଲୋକମାନଙ୍କୁ ବାଧ୍ୟ କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೊ ಮಾನುಸ್ ಅಮ್ಚ್ಯಾ ಲೊಕಾಕ್ನಿ ಮೊಜ್ಜೆಚ್ಯಾ ಖಾಯ್ದೆಚ್ಯಾ ಪುಸ್ತಕಾಚ್ಯಾ ವಿರುಧ್ ಹೊಲ್ಲ್ಯಾ ರಿತಿನ್ ದೆವಾಕ್ ಆರಾಧನ್ ಕರುಚೆ ಮನುನ್ ಹ್ಯೊ ಲೊಕಾಕ್ನಿ ತೆಂಚಿ ಮನಾ ಪರ್ತುಕ್ ಕಟ್ಪಟ್ ಕರುಲಾಲಾ! ಮನುನ್ ಸಾಂಗ್ಲ್ಯಾನಿ.