Acts 18:14 — Compare Translations

7 translations compared side by side

Odia - 1840
"ପାଉଲ କହିବା ଆରମ୍ଭ କହିବା ମାତ୍ ରେ ଗାଲ୍ଲିଯୋନ ୟିହୁଦୀୟମାନଙ୍କୁ କହିଲେ, ଯଦି ଏହା କୌଣସି ଅପରାଧ ବା କୌଣସି ସଂାଘାତିକ ଦୁର୍ବବ୍ଯହାର ବିଷୟ ରେ ଅଭିଯୋଗ ହାଇେଥା'ନ୍ତା, ତବେେ ତୁମ୍ଭମାନଙ୍କର କଥା ଶୁଣିବା ମାରେ କର୍ତ୍ତବ୍ଯ ହାଇେଥାନ୍ତା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପାଉଲ ମୁଖ ଫିଟାଇ କଥା କହିବାକୁ ଉଦ୍ୟତ ହୁଅନ୍ତେ, ଗାଲ୍ଲିୟୋନ୍ ଯିହୁଦୀମାନଙ୍କୁ କହିଲେ, କୌଣସି ପ୍ରକାର ଅନ୍ୟାୟ ବା ଦୁଷ୍କର୍ମ ଯଦି ହୋଇଥାଆନ୍ତା ତେବେ, ହେ ଯିହୁଦୀମାନେ, ଧୀର ହୋଇ ତୁମ୍ଭମାନଙ୍କର କଥା ଶୁଣିବା ଯୁକ୍ତି ସଙ୍ଗତ ହୋଇଥାଆନ୍ତା;
Odia BSI (ପବିତ୍ର ବାଇବଲ (CL) NT (BSI))
ପାଉଲ ଉତ୍ତର ଦେବାକୁ ଉଦ୍ୟତ ହେବା ସମୟରେ, ଗାଲିୟୋ ଇହୁଦୀମାନଙ୍କୁ କହିଲେ, “ଯଦି ଏଥିରେ କୌଣସି ଦୋଷ ବା ଅପରାଧର ବିଷୟ ଥାଏ, ତେବେ ତୁମ ପ୍ରତି ସହିଷ୍ଣୁ ହୋଇ ତୁମ କଥା ଶୁଣିବା ମୋ’ ପକ୍ଷରେ ଯୁକ୍ତିଯୁକ୍ତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ କହିବା ଆରମ୍ଭ କହିବା ମାତ୍ରେ ଗାଲ୍ଲିୟୋନ୍ ଯିହୂଦୀୟମାନଙ୍କୁ କହିଲେ, “ଯଦି ଏହା କୌଣସି ଅପରାଧ ବା କୌଣସି ସାଂଘାତିକ ଦୁର୍ବ୍ୟବହାର ବିଷୟରେ ଅଭିଯୋଗ ହୋଇଥା’ନ୍ତା, ତେବେ ତୁମ୍ଭମାନଙ୍କର କଥା ଶୁଣିବା ମୋର କର୍ତ୍ତବ୍ୟ ହୋଇଥା’ନ୍ତା,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପାଉଲ ମୁଖ ଫିଟାଇ କଥା କହିବାକୁ ଉଦ୍ୟତ ହୁଅନ୍ତେ, ଗାଲ୍ଲିୟୋନ୍ ଯିହୁଦୀମାନଙ୍କୁ କହିଲେ, କୌଣସି ପ୍ରକାର ଅନ୍ୟାୟ ବା ଦୁଷ୍କର୍ମ ଯଦି ହୋଇଥାଆନ୍ତା, ତେବେ, ହେ ଯିହୁଦୀମାନେ, ଧିର ହୋଇ ତୁମ୍ଭମାନଙ୍କର କଥା ଶୁଣିବା ଯୁକ୍ତିସଙ୍ଗତ ହୋଇଥାଆନ୍ତା,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପାଉଲ ମୁଖ ଫିଟାଇ କଥା କହିବାକୁ ଉଦ୍ୟତ ହୁଅନ୍ତେ, ଗାଲ୍ଲୀୟୋନ୍ ଯିହୂଦୀମାନଙ୍କୁ କହିଲେ, କୌଣସି ପ୍ରକାର ଅନ୍ୟାୟ ବା ଦୁଷ୍କର୍ମ ଯଦି ହୋଇଥାନ୍ତା, ତେବେ, ହେ ଯିହୂଦୀମାନେ, ଧିର ହୋଇ ତୁମ୍ଭମାନଙ୍କର କଥା ଶୁଣିବା ଯୁକ୍ତିସଙ୍ଗତ ହୋଇଥାନ୍ତା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲುನ್ ಬೊಲುಚೆ ಮನುನ್ ತಯಾರ್ ಹೊವ್ನ್ಗೆತ್ ರ್‍ಹಾತಾನಾಚ್ ಗೆಲ್ಲಿಯೊನ್ ಜುದೆವಾಂಚ್ಯಾ ಲೊಕಾಕ್ನಿ, ಹೊ ಮಾನುಸ್ ಎಕ್ ಎಳಾರ್ ಚುಕ್ ಕರಲ್ಲೊ ಅನಿ ಮೊಟೊ ಅಪರಾದ್ ಕರಲ್ಲೊ ಹೊಲ್ಲ್ಯಾರ್ ಮಿಯಾ ಹೆ ಜವಾಬ್ದಾರಿನ್ ಆಯ್ಕುಕ್ ಹೊಯ್ ಹೊತ್ತೆ.