Acts 18:15 — Compare Translations

7 translations compared side by side

Odia - 1840
"କିନ୍ତୁ ତୁମ୍ଭ ବ୍ଯବସ୍ଥା ରେ ଲଖାେଥିବା ବାକ୍ଯ ଓ ନାମ ବିରୁଦ୍ଧ ରେ ଏହି ବଚସା ସୃଷ୍ଟି ହାଇେଥିବାରୁ ତୁମ୍ଭମାନେେ ନିଜେ ନିଜେ ଏହାର ସମାଧାନ କର। ଏହି ସବୁ ବିଷୟ ରେ ମୁଁ କୌଣସି ବିଚ଼ାର କରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯଦି ଏହିସବୁ କେବଳ ବାକ୍ୟ, ନାମ ଓ ତୁମ୍ଭମାନଙ୍କ ବ୍ୟବସ୍ଥା ସମ୍ଵନ୍ଧୀୟ ବିବାଦ ଅଟେ, ତେବେ ତୁମ୍ଭେମାନେ ନିଜେ ତାହା ବୁଝ; ଆମ୍ଭେ ଏହିସବୁ ବିଷୟରେ ବିଚାରକର୍ତ୍ତା ହେବାକୁ ଇଚ୍ଛା କରୁ ନାହୁଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଏହି ମାମଲା କେବଳ ତୁମର ନିଜ ବିଧିବିଧାନ, ଶବ୍ଦାର୍ଥ ଓ ନାମ ସଂକ୍ରାନ୍ତୀୟ ହୋଇଥିବାରୁ ତୁମେ ନିଜେ ଏହାର ନିଷ୍ପତ୍ତି କରିବା ଉଚିତ। ମୁଁ ଏପରି ବିଷୟ, ବିଚାର କରିବି ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭ ବ୍ୟବସ୍ଥାରେ ଲେଖାଥିବା ବାକ୍ୟ ଓ ନାମ ବିରୁଦ୍ଧରେ ଏହି ବଚସା ସୃଷ୍ଟି ହୋଇଥିବାରୁ ତୁମ୍ଭେମାନେ ନିଜେ ନିଜେ ଏହାର ସମାଧାନ କର। ଏହିସବୁ ବିଷୟରେ ମୁଁ କୌଣସି ବିଗ୍ଭର କରିବି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି ଏହିସବୁ କେବଳ ବାକ୍ୟ, ନାମ ଓ ତୁମ୍ଭମାନଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିବାଦ ଅଟେ, ତେବେ ତୁମ୍ଭେମାନେ ନିଜେ ତାହା ବୁଝ; ଆମ୍ଭେ ଏହିସବୁ ବିଷୟରେ ବିଚାରକର୍ତ୍ତା ହେବାକୁ ଇଚ୍ଛା କରୁ ନାହୁଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯଦି ଏହି ସବୁ କେବଳ ବାକ୍ୟ, ନାମ ଓ ତୁମ୍ଭମାନଙ୍କ ମୋଶାଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିବାଦ ଅଟେ, ତେବେ ତୁମ୍ଭେମାନେ ନିଜେ ତାହା ବୁଝ; ଆମ୍ଭେ ଏହି ସବୁ ବିଷୟରେ ବିଚାରକର୍ତ୍ତା ହେବାକୁ ଇଚ୍ଛା କରୁ ନାହୁଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಹಿ ವಾದ್ ವಿವಾದಾ ಕರ್‍ತಲಿ ಬೊಲ್ನಿಯಾ ಅನಿ ನಾವಾ ತುಮ್ಚ್ಯಾ ಸ್ವತಾಚ್ಯಾ ಖಾಯ್ದ್ಯಾಂಚ್ಯಾ ಪುಸ್ತಕಾಕ್ ಸಂಬದ್ ಪಡಲ್ಲಿ ಹಾತ್, ತಸೆ ತುಮಿಚ್ ಹೆ ಸಮಾ ಕರುನ್ ಘೆವ್ಚೆ, ಹ್ಯಾ ಸಂಗ್ತಿಯಾಕ್ನಿ ಝಡ್ತಿ ಕರ್‍ತಲೊ ಹೊವ್ನ್ ರ್‍ಹಾವ್ಕ್ ಮಾಕಾ ಮನ್ ನಾ! ಮನುನ್ ಸಾಂಗುನ್,