Acts 18:16 — Compare Translations
7 translations compared side by side
Odia - 1840
"ସେ ଏହା କହି ସମାନଙ୍କେୁ ଅଦାଲତରୁ ବାହାର କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସେମାନଙ୍କୁ ବିଚାରାସନ ସମ୍ମୁଖରୁ ତଡ଼ିଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା କହି ସେ ସେମାନଙ୍କୁ ବିଚାରାଳୟରୁ ତଡ଼ି ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଏହା କହି ସେମାନଙ୍କୁ ଅଦାଲତରୁ ବାହାର କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେମାନଙ୍କୁ ବିଚାରାସନ ସମ୍ମୁଖରୁ ତଡ଼ିଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସେମାନଙ୍କୁ ବିଚାରାସନ ସମ୍ମୁଖରୁ ତଡ଼ିଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ತೆನಿ ತೆಂಕಾ ಝಡ್ತಿ ಕರ್ತಲ್ಯಾ ಜಾಗ್ಯಾ ವೈನಾ ಧಾಡುನ್ ದಿಲ್ಯಾನ್.