Acts 18:17 — Compare Translations
7 translations compared side by side
Odia - 1840
"ତା'ପରେ ସମାନେେ ସମାଜଗୃହର ପ୍ରଧାନ କର୍ତ୍ତା ସୋସ୍ଥନାଙ୍କୁ ଧରିନଇେ ଅଦାଲତ ସାମନା ରେ ପିଟିଲେ। କିନ୍ତୁ ଗାଲ୍ଲିଯୋନ ଏଥି ପ୍ରତି ମାଟେେ ଦୃଷ୍ଟି ଦେଲନୋହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସମସ୍ତେ ସମାଜଗୃହର ଅଧ୍ୟକ୍ଷ ସୋସ୍ଥନାଙ୍କୁ ଧରି ବିଚାରାସନ ସମ୍ମୁଖରେ ପ୍ରହାର କରିବାକୁ ଲାଗିଲେ; କିନ୍ତୁ ଗାଲ୍ଲିୟୋନ୍ ସେହିସମସ୍ତ ବିଷୟରେ ଭ୍ରୂକ୍ଷେପ କଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ସମାଜର ଗୃହର ଅଧ୍ୟକ୍ଷ ସସ୍ଥନସ୍ଙ୍କୁ ଧରି ବିଚାରାଳୟ ସମ୍ମୁଖରେ ମାଡ଼ କାରିଲେ। କିନ୍ତୁ ଗାଲିୟୋ ସେଥିପ୍ରତି ଭ୍ରୂକ୍ଷେପ କଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେମାନେ ସମାଜଗୃହର ପ୍ରଧାନ କର୍ତ୍ତା ସୋସ୍ଥନାଙ୍କୁ ଧରିନେଇ ଅଦାଲତ ସାମନାରେ ପିଟିଲେ। କିନ୍ତୁ ଗାଲ୍ଲିୟୋନ୍ ଏଥି ପ୍ରତି ମୋଟେ ଦୃଷ୍ଟି ଦେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସମସ୍ତେ ସମାଜଗୃହର ଅଧ୍ୟକ୍ଷ ସୋସ୍ଥିନାଙ୍କୁ ଧରି ବିଚାରାସନ ସମ୍ମୁଖରେ ପ୍ରହାର କରିବାକୁ ଲାଗିଲେ; କିନ୍ତୁ ଗାଲ୍ଲିୟୋନ୍ ସେହି ସମସ୍ତ ବିଷୟରେ ଦୃଷ୍ଟି କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସମସ୍ତେ ସମାଜଗୃହର ଅଧ୍ୟକ୍ଷ ସୋସ୍ଥୋନାଙ୍କୁ ଧରି ବିଚାରାସନ ସମ୍ମୁଖରେ ପ୍ରହାର କରିବାକୁ ଲାଗିଲେ; କିନ୍ତୁ ଗାଲ୍ଲିୟୋନ୍ ସେହି ସମସ୍ତ ବିଷୟରେ ଦୃଷ୍ଟି କଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾಸರ್ ತೆನಿ ಸಗ್ಳೆ ಸೊಸ್ಥೆನ್ ಮನ್ತಲ್ಯಾ ಸಿನಾಗೊಚ್ಯಾ ಅದಿಕಾರಿಕ್ ಧರುನ್ ಘೆವ್ನ್ ಇಚಾರ್ನಿ ಕರ್ತಲ್ಯಾಚ್ಯಾ ಇದ್ರಾಕ್, ಮಾರ್ಲ್ಯಾನಿ, ಹೊಲ್ಯಾರ್ ಗಲ್ಲಿಯೊನ್ ಮನ್ತಲ್ಯಾನ್ ತೆ ಕಾಯ್ಬಿ ಲೆಕ್ಕಾತ್ ಧರುಕ್ ನಾ.