Acts 18:19 — Compare Translations
7 translations compared side by side
Odia - 1840
"ତା'ପରେ ସମାନେେ ଏଫିସ ନଗର ରେ ପହନ୍ଚିଲେ। ସଠାେରେ ପାଉଲ ପ୍ରୀସ୍କିଲ୍ଲା ଓ ଆକ୍ବିଲାଙ୍କୁ ଛାଡ଼ି ନିଜେ ସମାଜଗୃହ ରେ ପ୍ରବେଶ କଲେ ଓ ଯିହୂଦୀୟମାନଙ୍କ ସହିତ କଥାବାର୍ତ୍ତା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେମାନେ ଏଫିସକୁ ଆସିଲେ, ପୁଣି ସେ ସେସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୁଦୀମାନଙ୍କୁ ଉପଦେଶ ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଏଫିସସ୍ରେ ପହଞ୍ଚିବା ପରେ ପାଉଲ ପ୍ରିସ୍କିଲା ଓ ଆକ୍ୱିଲାଙ୍କୁ ବିଦାୟ ଦେଲେ। ସେ ସେଠାରେ ସମାଜ ଗୃହକୁ ଯାଇ ଇହୁଦୀମାନଙ୍କ ସହିତ ଧର୍ମାଲୋଚନା କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେମାନେ ଏଫିସ ନଗରରେ ପହଞ୍ଚିଲେ। ସେଠାରେ ପାଉଲ ପ୍ରୀସ୍କିଲ୍ଲା ଓ ଆକ୍ୱିଲାଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କଲେ ଓ ଯିହୂଦୀୟମାନଙ୍କ ସହିତ କଥାବାର୍ତ୍ତା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେମାନେ ଏଫିସକୁ ଆସିଲେ, ପୁଣି, ସେ ସେ ସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୁଦୀମାନଙ୍କୁ ଉପଦେଶ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପରେ ସେମାନେ ଏଫିସକୁ ଆସିଲେ, ପୁଣି, ସେ ସେ ସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୂଦୀମାନଙ୍କୁ ଉପଦେଶ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಎಫೆಸಿ ಮನ್ತಲ್ಯಾ ಶಾರಾಕ್ ಗೆಲೆ ಪ್ರಿಸ್ಕಿಲ್ಲ್ ಅನಿ ಅಕ್ವಿಲ್ಲಾಕ್ ಪಾವ್ಲುನ್ ತೆಂಕಾ ಸೊಡುನ್ ಗೆಲೆ ಹಿತ್ತೆಚ್ ಪಾವ್ಲುನ್ ಎಫೆಸ್ ಮನ್ತಲ್ಯಾ ಗಾಂವಾತ್ ರಾತಾನಾ ಸಿನಾಗೊ ಜಾವ್ನ್ ಜುದೆವಾಂಚ್ಯಾ ಲೊಕಾಂಚ್ಯಾಕ್ಡೆ ಚರ್ಚಾ ಕರ್ಲ್ಯಾನ್.