Acts 18:2 — Compare Translations
7 translations compared side by side
Odia - 1840
"ସଠାେରେ ସେ ପନ୍ତ ଦେଶୀୟ ଆକ୍ବିଲା ନାମକ ଜଣେ ଯିହୂଦୀୟକୁ ଭଟେିଲେ। ସେ ତା'ର ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ସଦ୍ଯ ଇତାଲିଆ ଦେଶରୁ ଆସିଥିଲେ। ସେ ସମୟରେ କ୍ଲାଉଦିଆ ସମ୍ରାଟ ସମସ୍ତ ଯିହୂଦୀୟମାନଙ୍କୁ ରୋମ୍ ଛାଡ଼ି ଚ଼ାଲିୟିବା ପାଇଁ ଆଦେଶ ଦଇେଥିଲେ। ତେଣୁ ସମାନେେ ଇତାଲିଆ ଛାଡ଼ି ଚ଼ାଲିଆସି ଥିଲେ। ପାଉଲ ସମାନଙ୍କେୁ ଦେଖିବା ପାଇଁ ଯାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଆକ୍ଵିଲା ନାମକ ଜଣେ ଯିହୁଦୀଙ୍କ ଦେଖା ପାଇଲେ, ପ; ତାହାଙ୍କ ଜନ୍ମସ୍ଥାନ; ସେ ଅଳ୍ପ ଦିନ ହେଲା ଆପଣା ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ଇତାଲିଆରୁ ଆସିଥିଲେ, କାରଣ କ୍ଳାଉଦିଅ ସମସ୍ତ ଯିହୁଦୀଙ୍କୁ ରୋମରୁ ବାହାରି ଯିବାକୁ ଆଜ୍ଞା ଦେଇଥିଲେ । ସେ ସେମାନଙ୍କ ସହିତ ସାକ୍ଷାତ୍ କରିବାକୁ ଗଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ ସେ ପନ୍ତସ୍ରେ ଜନ୍ମ ଲାଭ କରିଥିବା ଆକ୍ୱିଲା ନାମକ ଜଣେ ଇହୁଦୀଙ୍କୁ ଭେଟିଲେ। ସମ୍ରାଟ୍ ଜୁଡିଅସ୍ ସମସ୍ତ ଇହୁଦୀଙ୍କୁ ରୋମ୍ ପରିତ୍ୟାଗ କରିବା ପାଇଁ ଆଦେଶ ଦେଇଥିବାରୁ, ସେ ଅଳ୍ପଦିନ ତଳେ ତାଙ୍କ ସ୍ତ୍ରୀ ପ୍ରିସ୍କିଲାଙ୍କ ସହିତ ଇଟାଲୀରୁ ଆସିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ସେ ପନ୍ତ ଦେଶୀୟ ଆକ୍ୱିଲା ନାମକ ଜଣେ ଯିହୂଦୀୟକୁ ଭେଟିଲେ। ସେ ତା’ର ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ସଦ୍ୟ ଇତାଲିଆ ଦେଶରୁ ଆସିଥିଲେ। ସେ ସମୟରେ କ୍ଳାଉଦିଆ ସମ୍ରାଟ ସମସ୍ତ ଯିହୂଦୀୟମାନଙ୍କୁ ରୋମ୍ ଛାଡ଼ି ଗ୍ଭଲିଯିବା ପାଇଁ ଆଦେଶ ଦେଇଥିଲେ। ତେଣୁ ସେମାନେ ଇତାଲିଆ ଛାଡ଼ି ଗ୍ଭଲିଆସି ଥିଲେ। ପାଉଲ ସେମାନଙ୍କୁ ଦେଖିବା ପାଇଁ ଯାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଆକ୍ୱିଲା ନାମକ ଜଣେ ଯିହୁଦୀଙ୍କ ଦେଖାପାଇଲେ, ପନ୍ତ ସହରରେ ତାହାଙ୍କ ଜନ୍ମସ୍ଥାନ; ସେ ଅଳ୍ପ ଦିନ ହେଲା ଆପଣା ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ଇତାଲିଆରୁ ଆସିଥିଲେ, କାରଣ କ୍ଲାଉଦିଅ ସମସ୍ତ ଯିହୁଦୀଙ୍କୁ ରୋମରୁ ବାହାରିଯିବାକୁ ଆଜ୍ଞା ଦେଇଥିଲେ। ସେ ସେମାନଙ୍କ ସହିତ ସାକ୍ଷାତ କରିବାକୁ ଗଲେ,
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଆକ୍ୱିଲା ନାମକ ଜଣେ ଯିହୂଦୀଙ୍କ ଦେଖାପାଇଲେ, ପନ୍ତ ତାହାଙ୍କ ଜନ୍ମସ୍ଥାନ; ସେ ଅଳ୍ପ ଦିନ ହେଲା ଆପଣା ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ଇତାଲିଆରୁ ଆସିଥିଲେ, କାରଣ କ୍ଲାଉଦିଅ ସମସ୍ତ ଯିହୂଦୀଙ୍କୁ ରୋମରୁ ବାହାରିଯିବାକୁ ଆଜ୍ଞା ଦେଇଥିଲେ । ସେ ସେମାନଙ୍କ ସହିତ ସାକ୍ଷାତ୍ କରିବାକୁ ଗଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೊಂತ್ ಮನ್ತಲ್ಯಾ ಗಾಂವಾತ್ ಉಪಾಜಲ್ಲೊ ಅಕ್ವಿಲ್ ಮನ್ತಲ್ಯಾ ನಾವಾಚೊ ಥೈ ದಿಸಲ್ಲೊ, ಸಗ್ಳಿ ಜುದೆವಾಂಚಿ ಲೊಕಾ ರೊಮ್ ಶಾರಾಕ್ ಸೊಡುನ್ ಜಾವ್ಚೆ ಮನುನ್ ಹುಕುಮ್ ದಿಲ್ಯಾನ್, ಅಕ್ವಿಲ್ ಅನಿ ತೆಚಿ ಬಾಯ್ಕೊ ಪ್ರಿಸ್ಕಿಲ್ಲ್ ಮನ್ತಲ್ಲಿ ತೆನಿ ಇಟಲಿಕ್ನಾ ಕೊರಿಂಥಾಕ್ ಅತ್ತಾ ದನಿ ಯೆಲ್ಲ್ಯಾನಿ, ಕ್ಲಾಡಿಯಸ್ ಮನ್ತಲ್ಯಾ ಮಾನಸ್ಸಾನ್ ಹುಕುಮ್ ದಿಲ್ಯಾನ್, ತೆನಿ ಇಟಲಿ ಮನ್ತಲೆ ಗಾಂವ್ ಸೊಡುನ್ ಯೆಲ್ಲ್ಯಾನಿ, ಪಾವ್ಲುನ್ ಅಕ್ವಿಲಾಕ್ ಅನಿ ತೆಜಾ ಬಾಯ್ಕೊ ಪ್ರಿಸ್ಕಿಲ್ಲಾಕ್ ಭೆಟುಕ್ ಗೆಲೊ.