Acts 18:20 — Compare Translations

7 translations compared side by side

Odia - 1840
"ସମାନେେ ତାହାଙ୍କୁ ସଠାେରେ ଆଉ କିଛି ଦିନ ରହିବାକୁ କହିଲେ, କିନ୍ତୁ ସେ ରାଜି ହେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ତାଙ୍କୁ ଅଧିକ ସମୟ ରହିବାକୁ ଅନୁରୋଧ କରନ୍ତେ, ସେ ସମ୍ମତ ହେଲେ ନାହିଁ,
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକମାନେ ତାଙ୍କୁ ଆହୁରି ବେଶୀ ଦିନ ରହିବାକୁ କହିଲେ, କିନ୍ତୁ ସେ ରାଜି ହେଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତାହାଙ୍କୁ ସେଠାରେ ଆଉ କିଛି ଦିନ ରହିବାକୁ କହିଲେ, କିନ୍ତୁ ସେ ରାଜି ହେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ତାହାଙ୍କୁ ଅଧିକ ସମୟ ରହିବାକୁ ଅନୁରୋଧ କରନ୍ତେ ସେ ଏକମତ ହେଲେ ନାହିଁ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ତାହାଙ୍କୁ ଅଧିକ ସମୟ ରହିବାକୁ ଅନୁରୋଧ କରନ୍ତେ ସେ ଏକମତ ହେଲେ ନାହିଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಲೊಕಾನಿ ಪಾವ್ಲುಕ್ ಅನಿ ಉಲ್ಲಿ ದಿಸಾ ಅಪ್ನಾಚ್ಯಾ ವಾಂಗ್ಡಾ ರ್‍ಹಾವ್ಚೆ ಮನುನ್ ಮಾಗುನ್ ಘೆಟ್ಲ್ಯಾನಿ, ಖರೆ ತೆನಿ ತೆ ಒಪ್ಪುಕ್ನಾ.