Acts 18:21 — Compare Translations

7 translations compared side by side

Odia - 1840
"ସେ ଗଲା ବେଳେ କହିଲେ, ଯଦି ପରମେଶ୍ବର ଚ଼ାହାଁନ୍ତି, ତବେେ ମୁଁ ପୁଣି ତୁମ୍ଭମାନଙ୍କ ପାଖକୁ ଆସିବି। ତା'ପରେ ସେ ଜଳପଥରେ ଏଫିସରୁ ବିଦାୟ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ଵରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବିଦାୟ ନେବା ସମୟରେ ସେ ସେମାନଙ୍କୁ କହିଲେ, “ଯଦି ଈଶ୍ୱରଙ୍କର ଇଚ୍ଛା ଥାଏ, ମୁଁ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବି।” ତା’ପରେ ସେ ଜାହାଜ ଯୋଗେ ଏଫିସସ୍ ଛାଡ଼ିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଗଲାବେଳେ କହିଲେ, “ଯଦି ପରମେଶ୍ୱର ଗ୍ଭହାନ୍ତି, ତେବେ ମୁଁ ପୁଣି ତୁମ୍ଭମାନଙ୍କ ପାଖକୁ ଆସିବି।” ତା’ପରେ ସେ ଜଳପଥରେ ଏଫିସରୁ ବିଦାୟ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ବରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ୱରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾ ಬದ್ಲಾಕ್ ತೆನಿ ಜಾತಾನಾ ತೆಂಕಾ ದೆವಾಚೊ ಮನ್ ರ್‍ಹಾಲ್ಯಾರ್, ಮಿಯಾ ಪರ್ತುನ್ ತುಮ್ಚ್ಯಾಕ್ಡೆ ಯೆತಾ ಮನುನ್ ಸಾಂಗುನ್ ಢೊನಾತ್ನಾ ಸಮುಂದರಾಚ್ಯಾ ವಾಟೆನ್ ಎಫೆಸಾಕ್ ಗೆಲೊ.