Acts 18:22 — Compare Translations

7 translations compared side by side

Odia - 1840
"ପାଉଲ କାଇସରୀଆ ରେ ପହଞ୍ଚି ୟିରୂଶାଲମର ମଣ୍ଡଳୀକୁ ଯାଇ ସମାନଙ୍କେ ସହିତ ସାକ୍ଷାତ କଲେ। ତା'ପରେ ସେ ଆନ୍ତିୟଖିଆ ନଗରକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାଇସରୀଆରେ ପହଞ୍ଚି ସେ ଜାହାଜରୁ ଓହ୍ଲାଇଲେ, ଆଉ ଯାଇ ମଣ୍ତଳୀକୁ ନମସ୍କାର କରି ଆନ୍ତିୟଖିଆକୁ ଚାଲିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସିସେରିଆରେ ପହଞ୍ଚି ସେଠାରୁ ସେ ଯିରୂଶାଲମକୁ ଗଲେ ଓ ମଣ୍ଡଳୀକୁ ଶୁଭେଚ୍ଛା ଜ୍ଞାପନ କରି ସେଠାରୁ ଆଣ୍ଟିୟୋଖକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ କାଇସରୀଆରେ ପହଞ୍ଚି ଯିରୁଶାଲମର ମଣ୍ଡଳୀକୁ ଯାଇ ସେମାନଙ୍କ ସହିତ ସାକ୍ଷାତ କଲେ। ତା’ପରେ ସେ ଆନ୍ତିୟଖିଆ ନଗରକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାଇସରିୟାରେ ପହଞ୍ଚି ସେ ଜାହାଜରୁ ଓହ୍ଲାଇଲେ, ଆଉ ଯାଇ ମଣ୍ଡଳୀକୁ ନମସ୍କାର କରି ଆନ୍ତିୟଖିଆକୁ ଚାଲିଗଲେ।
Odia IRV 2017 (ଓଡିଆ ବାଇବେଲ)
କାଇସରିୟାରେ ପହଞ୍ଚି ସେ ଜାହାଜରୁ ଓହ୍ଲାଇଲେ, ଆଉ ଯାଇ ମଣ୍ଡଳୀକୁ ନମସ୍କାର କରି ଆନ୍ତିୟଖିଆକୁ ଚାଲିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಸೆಜಾರೆಯಾಕ್ ಯೆವ್ನ್ ಪಾವಲ್ಯಾ ತನ್ನಾ ಜೆರುಜಲೆಮಾಕ್ ಜಾವ್ನ್ ದೆವಾಚ್ಯಾ ಲೊಕಾಚ್ಯಾ ತಾಂಡ್ಯಾಕ್ ಜಾವ್ನ್ ಯೆತಾ ಮನುನ್ ಸಾಂಗುನ್ ಅಂತಿಯೊಕಾಕ್‍ ಗೆಲೊ.