Acts 18:23 — Compare Translations
7 translations compared side by side
Odia - 1840
"ସଠାେରେ ପାଉଲ କିଛି ଦିନ ରହିଲେ। ତା'ପରେ ସେ ଗାଲାତୀୟ ଓ ଫ୍ରୁଗିଆ ଅଞ୍ଚଳକୁ ଚ଼ାଲିଗଲେ। ସଠାେରେ ସେ ସହରରୁ ସହର ବୁଲି ଯୀଶୁଙ୍କର ସମସ୍ତ ଶିଷ୍ଯମାନଙ୍କୁ ବଳବାନ୍ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସ୍ଥାନରେ କେତେକ ସମୟ ଯାପନ କଲା ଉତ୍ତାରେ ସେ ପ୍ରସ୍ଥାନ କଲେ, ପୁଣି କ୍ରମାନ୍ଵୟେ ଗାଲାତୀୟ ଅଞ୍ଚଳ ଓ ଫ୍ରୁଗିଆ ଦେଇ ଯାତ୍ରା କରୁ କରୁ ଶିଷ୍ୟ ସମସ୍ତଙ୍କୁ ସୁସ୍ଥିର କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ କିଛିଦିନ କଟାଇବା ପରେ ସେ ପୁଣି ଯାତ୍ରା କରି ଗାଲାତୀୟ ଓ ଫ୍ରିଜିୟା ଅଞ୍ଚଳ ମଧ୍ୟ ଦେଇ ଗଲେ ଓ ବାଟରେ ବିଶ୍ୱାସୀମାନଙ୍କୁ ସେମାନଙ୍କ ବିଶ୍ୱାସରେ ଦୃଢ଼ ହେବା ପାଇଁ ଉତ୍ସାହିତ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ପାଉଲ କିଛିଦିନ ରହିଲେ। ତା’ପରେ ସେ ଗାଲାତୀୟ ଓ ଫ୍ରୁଗିଆ ଅଞ୍ଚଳକୁ ଗ୍ଭଲିଗଲେ। ସେଠାରେ ସେ ସହରରୁ ସହର ବୁଲି ଯୀଶୁଙ୍କର ସମସ୍ତ ଶିଷ୍ୟମାନଙ୍କୁ ବଳବାନ୍ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସ୍ଥାନରେ କେତେକ ସମୟ ରହିଲା ପରେ ସେ ପ୍ରସ୍ଥାନ କଲେ, ପୁଣି, କ୍ରମାନ୍ୱୟେ ଗାଲାତୀୟ ଓ ଫ୍ରୁଗିଆ ଅଞ୍ଚଳଗୁଡ଼ିକ ଦେଇ ଯାତ୍ରା କରୁ କରୁ ଶିଷ୍ୟ ସମସ୍ତଙ୍କୁ ସୁସ୍ଥିର କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ସ୍ଥାନରେ କେତେକ ସମୟ ରହିଲା ପରେ ସେ ପ୍ରସ୍ଥାନ କଲେ, ପୁଣି, କ୍ରମାନ୍ୱୟେ ଗାଲାତୀୟ ଅଞ୍ଚଳ ଓ ଫ୍ରୁଗିଆ ଦେଇ ଯାତ୍ରା କରୁ କରୁ ଶିଷ୍ୟସମସ୍ତଙ୍କୁ ସୁସ୍ଥିର କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮನಾ ತೊ ಉಲ್ಲೊ ಯೆಳ್ ಥೈ ರಾವ್ನ್ ಜಾತಾನಾ ಗಲಾತ್ಯಾ ಅನಿ ಪಿರ್ಗಿಯಾತ್ನಾ ಫಿರುನ್ಗೆತ್ ಸಗ್ಳ್ಯಾ ವಿಶ್ವಾಸಿ ಲೊಕಾಕ್ನಿ ಘಟ್ ಕರ್ಲ್ಯಾನ್.