Acts 18:24 — Compare Translations
7 translations compared side by side
Odia - 1840
"ଆପଲ୍ଲ ନାମକ ଜଣେ ଯିହୂଦୀୟ ସଠାେରେ ଥିଲେ। ତାହାଙ୍କର ଜନ୍ମସ୍ଥାନ ଆଲେକ୍ଜାଣ୍ଡ୍ରିଯା। ସେ ଏଫିସ ନଗରକୁ ଆସିଲେ ସେ ଜଣେ ଅତି ଭଲ ବକ୍ତାଥିଲେ। ଧର୍ମଶାସ୍ତ୍ର ରେ ତାହାଙ୍କର ବହୁତ ଭଲ ଜ୍ଞାନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇତିମଧ୍ୟରେ ଆପଲ୍ଲ ନାମକ ଜଣେ ଯିହୁଦୀ ଏଫିସକୁ ଆସିଲେ, ତାଙ୍କର ଜନ୍ମସ୍ଥାନ ଆଲେକ୍ଜାଣ୍ତ୍ରିଆ; ସେ ସୁବକ୍ତା ଓ ଧର୍ମଶାସ୍ତ୍ରରେ ଶକ୍ତିଶାଳୀ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ସମୟରେ ଆଲେକ୍ଜାଣ୍ଡ୍ରିଆରେ ଜନ୍ମ ଗ୍ରହଣ କରିଥିବା ଆପୋଲ୍ଲୋ ନାମରେ ଜଣେ ଇହୁଦୀ ଏଫିସସ୍କୁ ଆସିଲେ। ସେ ଜଣେ ସୁବକ୍ତା ଓ ଧର୍ମଶାସ୍ତ୍ରରେ ତାଙ୍କର ଗଭୀର ଜ୍ଞାନ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଏଫିସ ଓ କରିନ୍ଥରେ ଆପଲ୍ଲ ଆପଲ୍ଲ ନାମକ ଜଣେ ଯିହୂଦୀୟ ସେଠାରେ ଥିଲେ। ତାହାଙ୍କର ଜନ୍ମସ୍ଥାନ ଆଲେକ୍ଜାଣ୍ଡ୍ରିୟା। ସେ ଏଫିସ ନଗରକୁ ଆସିଲେ। ସେ ଜଣେ ଅତି ଭଲ ବକ୍ତାଥିଲେ। ଧର୍ମଶାସ୍ତ୍ରରେ ତାହାଙ୍କର ବହୁତ ଭଲ ଜ୍ଞାନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇତିମଧ୍ୟରେ ଆପଲ୍ଲ ନାମକ ଜଣେ ଯିହୁଦୀ ଏଫିସକୁ ଆସିଲେ, ତାହାଙ୍କର ଜନ୍ମସ୍ଥାନ ଆଲେକଜାଣ୍ଡ୍ରୀୟ ସହରରେ ଥିଲା; ସେ ସୁବକ୍ତା ଓ ଧର୍ମଶାସ୍ତ୍ରରେ ଶକ୍ତିଶାଳୀ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଇତିମଧ୍ୟରେ ଆପଲ୍ଲ ନାମକ ଜଣେ ଯିହୂଦୀ ଏଫିସକୁ ଆସିଲେ, ତାହାଙ୍କର ଜନ୍ମସ୍ଥାନ ଆଲେକ୍ଜାଣ୍ଡ୍ରିଆ; ସେ ସୁବକ୍ତା ଓ ଧର୍ମଶାସ୍ତ୍ରରେ ଶକ୍ତିଶାଳୀ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತವ್ಡ್ಯಾ ಯೆಳಾಕುಚ್ ಅಲೆಕ್ಸಾಂಡ್ರಿಯಾತ್ ಉಪಾಜಲೊ ಅಪೊಲ್ಲೊಸ್ ಮನ್ತಲೊ ಜುದೆವಾಂಚೊ ಎಕ್ಲೊ ಎಫೆಸಾಕ್ ಯೆಲೊ, ತೊ ಬೊಲ್ನ್ಯಾತ್ನಿ ಲೈ ಉಶಾರ್ ಅನಿ ಪವಿತ್ರ್ ಪುಸ್ತಕ್ ಕಳ್ವುನ್ ಘೆಟಲೊ ಹೊತ್ತೊ.